ପ୍ରକାଶିତ 20:1 - ପବିତ୍ର ବାଇବଲ (CL) NT (BSI)1 ତାହାପରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସୁଥିବା ଦେଖିଲି। ତାଙ୍କ ହାତରେ ପାତାଳପୁରୀର ଚାବି ଓ ଏକ ଓଜନିଆ ଜଞ୍ଜିର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା। Gade chapit laଓଡିଆ ବାଇବେଲ1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଶିକୁଳି ଥିଲା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। Gade chapit laପବିତ୍ର ବାଇବଲ1 ତା'ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା। Gade chapit la |