ପ୍ରକାଶିତ 20:14 - ପବିତ୍ର ବାଇବଲ (CL) NT (BSI)14 ତାହାପରେ ମୃତ୍ୟୁ ଓ ମୃତ୍ୟୁପୁରୀକୁ ସେହି ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା। (ଏହି ଅଗ୍ନିମୟ ହ୍ରଦ ହେଉଛି, ଦ୍ୱିତୀୟ ମୃତ୍ୟୁ।) Gade chapit laପବିତ୍ର ବାଇବଲ (Re-edited) - (BSI)14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ। Gade chapit laଓଡିଆ ବାଇବେଲ14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। Gade chapit laପବିତ୍ର ବାଇବଲ14 ତା'ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। Gade chapit la |
ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।