Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:7 - ପବିତ୍ର ବାଇବଲ (CL) NT (BSI)

7 ସହସ୍ର ବର୍ଷ ପୂର୍ଣ୍ଣ ହେବା ପରେ ଶୟତାନକୁ କାରାଗାରରୁ ମୁକ୍ତି ଦିଆଯିବ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;

Gade chapit la Kopi

ଓଡିଆ ବାଇବେଲ

7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;

Gade chapit la Kopi

ପବିତ୍ର ବାଇବଲ

7 ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା'ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ।

Gade chapit la Kopi




ପ୍ରକାଶିତ 20:7
2 Referans Kwoze  

ସେ ସେହି ପ୍ରାଚୀନ ସର୍ପ, ସେହି ପିଶାଚ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ଜଞ୍ଜିରରେ ବାନ୍ଧି ପକାଇଲେ


ତେଣୁ ଏହି ନିର୍ଦ୍ଦିଷ୍ଟ ବର୍ଷ, ମାସ, ଦିନ ଓ ଦଣ୍ଡରେ, ସମଗ୍ର ମନୁଷ୍ୟ ଜାତିର ଏକ ତୃତୀୟାଂଶ ଲୋକଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା ସେହି ଚାରି ଦୂତଙ୍କୁ ମୁକ୍ତ କରି ଦିଆଗଲା।


Swiv nou:

Piblisite


Piblisite