ପ୍ରକାଶିତ 21:18 - ପବିତ୍ର ବାଇବଲ (CL) NT (BSI)18 ପ୍ରାଚୀରଟି ସୂର୍ଯ୍ୟକାନ୍ତ ମଣିରେ ନିର୍ମିତ ହୋଇଥିଲା ଓ ନଗରୀ ନିର୍ମିତ ହୋଇଥିଲା, କାଚ ପରି ସ୍ୱଚ୍ଛ ବିଶୁଦ୍ଧ ସୁବର୍ଣ୍ଣରେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। Gade chapit laଓଡିଆ ବାଇବେଲ18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତ ମଣି ନିର୍ମିତ, ପୁଣି, ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ। Gade chapit laପବିତ୍ର ବାଇବଲ18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା। Gade chapit la |