Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:21 - ପବିତ୍ର ବାଇବଲ (CL) NT (BSI)

21 ଦ୍ୱାଦଶ ଦ୍ୱାର ଥିଲା, ଦ୍ୱାଦଶ ମୁକ୍ତା - ପ୍ରତ୍ୟେକଟି ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ ହୋଇଥିଲା। ଗନରୀର ରାଜପଥ କାଚ ପରି ସ୍ୱଚ୍ଛ ସୁବର୍ଣ୍ଣରେ ନିର୍ମିତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଦ୍ଵାଦଶ ଦ୍ଵାର ଦ୍ଵାଦଶ ମୁକ୍ତା, ପ୍ରତ୍ୟେକ ଦ୍ଵାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ଵଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

Gade chapit la Kopi

ଓଡିଆ ବାଇବେଲ

21 ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ।

Gade chapit la Kopi

ପବିତ୍ର ବାଇବଲ

21 ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।

Gade chapit la Kopi




ପ୍ରକାଶିତ 21:21
10 Referans Kwoze  

ପ୍ରାଚୀରଟି ସୂର୍ଯ୍ୟକାନ୍ତ ମଣିରେ ନିର୍ମିତ ହୋଇଥିଲା ଓ ନଗରୀ ନିର୍ମିତ ହୋଇଥିଲା, କାଚ ପରି ସ୍ୱଚ୍ଛ ବିଶୁଦ୍ଧ ସୁବର୍ଣ୍ଣରେ।


ସ୍ତ୍ରୀ ଲୋକଟି ବାଇଗଣିଆ ଓ ଗାଢ଼ ଲାଲ ବର୍ଣ୍ଣର ବସ୍ତ୍ର ପିନ୍ଧିଥିଲା ଓ ସ୍ୱର୍ଣ୍ଣଅଳଙ୍କାର, ବହୁମୂଲ୍ୟ ମଣିମାଣିକ୍ୟ ଓ ମୁକ୍ତାରେ ଭୂଷିତ ହୋଇଥିଲା। ତାହାର ଭ୍ରାଷ୍ଟାଚାରର ଫଳ ସ୍ୱରୂପ ଅଶ୍ଲୀଳ ଓ ଅଶୁଚି ବିଷୟପୂର୍ଣ୍ଣ ଗୋଟିଏ ସୁବର୍ଣ୍ଣ ପାତ୍ର ସେ ଧରିଥିଲା।


ନଗରୀର ରାଜପଥ ମଧ୍ୟଦେଇ ପ୍ରବାହିତ ହୋଇଥିଲା। ନଦୀର ଦୁଇ ପାଶ୍ୱର୍ରେ ଜୀବନ-ବୃକ୍ଷ ଥିଲା। ତାହା ବର୍ଷର ପ୍ରତ୍ୟେକ ମାସରେ, ଅର୍ଥାତ୍ ବର୍ଷକରେ ଦ୍ୱାଦଶ ଥର ଫଳ ଧାରଣ କରେ ଏବଂ ଏହାର ପତ୍ର ଆରୋଗ୍ୟଦାୟକ।


ସେମାନେ ଶୋକ କରି କହିବେ, “ହାୟ! ମହାନଗରୀର ଅବସ୍ଥା ଏବେ କେଡ଼େ ଭୟଙ୍କର, କେଡ଼େ ଶୋଚନୀୟ! ସେ ସୂକ୍ଷ୍ମ ବସ୍ତ୍ର, କୃଷ୍ଣ ଲୋହିତ ଓ ସିନ୍ଦୁର ବର୍ଣ୍ଣ ବସ୍ତ୍ରପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।


ପୁଣି ସିଂହାସନ ସମ୍ମୁଖରେ ସ୍ଫଟିକ ପରି ଏକ ସ୍ୱଚ୍ଛ ସମୁଦ୍ର ଦେଖା ଯାଉଥିଲା। ସିଂହାସନକୁ ଉଭୟ ପାଶ୍ୱର୍ରେ ଘେରି ରହିଥିଲେ ଚାରିଗୋଟି ପ୍ରାଣୀ; ସେମାନଙ୍କ ଶରୀରର ଅଗ୍ରଭାଗ ଓ ପୃଷ୍ଠଦେଶ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।


ମୋ’ ସହିତ କଥା କହୁଥିବା ଦୂତଙ୍କ ହାତରେ ନଗରୀ, ପ୍ରାଚୀର ଓ ଦ୍ୱାରଗୁଡ଼ିକ ମାପିବା ନିମନ୍ତେ ଏକ ସୁବର୍ଣ୍ଣ ମାପ କାଠି ଥିଲା।


Swiv nou:

Piblisite


Piblisite