Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:3 - ପବିତ୍ର ବାଇବଲ (CL) NT (BSI)

3 ପୁଣି ସ୍ୱର୍ଗ ସିଂହାସନରୁ ଗୋଟିଏ ବାଣୀ ଉଚ୍ଚାରିତ ହେଲା: “ବର୍ତ୍ତମାନ ଈଶ୍ୱରଙ୍କ ନିବାସ ମନୁଷ୍ୟମାନଙ୍କ ମଧ୍ୟରେ; ସେ ସେମାନଙ୍କ ସଙ୍ଗରେ ବାସ କରିବେ ଏବଂ ସେମାନେ ତାଙ୍କ ନିଜର ଲୋକ ହେବେ। ଈଶ୍ୱର ସେମାନଙ୍କ ସହିତ ବାସ କରିବେ ଓ ସେମାନଙ୍କର ଈଶ୍ୱର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ଵରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,

Gade chapit la Kopi

ଓଡିଆ ବାଇବେଲ

3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,

Gade chapit la Kopi

ପବିତ୍ର ବାଇବଲ

3 ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ।

Gade chapit la Kopi




ପ୍ରକାଶିତ 21:3
29 Referans Kwoze  

ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”


ଯୀଶୁ କହିଲେ, “ଯେ ମୋତେ ପ୍ରେମ କରେ, ସେ ମୋ’ ବାକ୍ୟ ପାଳନ କରିବ। ତା’ହେଲେ ମୋ’ ପିତା ତାକୁ ପ୍ରେମ କରିବେ ଏବଂ ମୋ’ ପିତା ଓ ମୁଁ ଆସି ତା’ ଅନ୍ତରରେ ବାସ କରିବୁ।


ପ୍ରଭୁ କହନ୍ତି, ମୁଁ ଭବିଷ୍ୟତରେ ଈଶ୍ରାଲଲର ଲୋକଙ୍କ ସଙ୍ଗରେ ଲହି ନିୟମ କରିବି: ମୁଁ ମୋର ବ୍ୟବସ୍ଥା ସେମାନଙ୍କ ମାନସପଟରେ ଓ ହୃଦୟ ଫଳକରେ ଲେଖିବି। ମୁଁ ସେମାନଙ୍କର ଈଶ୍ୱର ହେବି, ସେମାନେ ମୋର ଲୋକ ହେବେ।


ବରଞ୍ଚ ସେମାନେ ଏକ ଉତ୍କୃଷ୍ଟତର ଦେଶକୁ, ଅର୍ଥାତ୍ ସ୍ୱର୍ଗୀୟ ଦେଶକୁ ଯିବା ପାଇଁ ଆକାଂକ୍ଷା କରୁତିଲେ। ତେଣୁ ସେମାନେ ଈଶ୍ୱରଙ୍କୁ ନିଜଗର ଈଶ୍ୱର ବୋଲି ସମ୍ପୋଧନ କରିବା ଦ୍ୱାରା ସେ ଲଜ୍ଜିତ ହୋଇ ନ ଥିଲେ। ବାସ୍ତବିକ, ଈଶ୍ୱର ସେମାନଙ୍କ ନିମନ୍ତେ ଏକ ନଗରୀ ପ୍ରସ୍ତୁତ କରି ରଖିଥିଲେ।


ସେଥିଯୋଗୁଁ ସେମାନେ ଈଶ୍ୱରଙ୍କ ମନ୍ଦିରରେ ତାଙ୍କ ସିଂହାସନ ସମ୍ମୁଖରେ ଠିଆ ହୋଇ ଦିବାରାତ୍ରି ତାଙ୍କର ଆରାଧନା କରୁଛନ୍ତି। ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କୁ ଆଶ୍ରୟ ଦେବେ।


ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।”


ଯେ ବିଜୟୀ ହୋଇ ରହିବ, ମୁଁ ତାକୁ ଏହି ପୁରସ୍କାର ଦେବି - ମୁଁ ତା’ର ଈଶ୍ୱର ହେବି ଓ ସେ ମୋର ସନ୍ତାନ ହେବ।


ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ।


ତାହାପରେ ମୁଁ ସ୍ୱର୍ଗରେ ଉଚ୍ଚ ଧ୍ୱନିରେ ଉଚ୍ଚାରିତ ଏକ ବାଣୀ ଶୁଣିଲି: “ବର୍ତ୍ତମାନ ଈଶ୍ୱରଙ୍କ ପରିତ୍ରାଣ ଉପସ୍ଥିତ। ତାଙ୍କର ରାଜଶକ୍ତି ପରାକ୍ରମ ଓ ତାଙ୍କ ମସୀହଙ୍କ କ୍ଷମତା ପ୍ରଦର୍ଶିତ ହୋଇଛି - ଯେଉଁ କୁଚକ୍ରୀ ଦିବାରାତ୍ର ଈଶ୍ୱରଙ୍କ ସମ୍ମୁଖରେ ଠିଆହୋଇ, ଆମ ଭାଇମାନଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରୁଥିଲା, ସେ ଆଜି ସ୍ୱର୍ଗରୁ ବିତାଡ଼ିତ ହୋଇଛି।


ତାହାପରେ ସ୍ୱର୍ଗର ସେହି କଣ୍ଠସ୍ୱର ମୋତେ ପୁଣି କହିଲେ, “ଯାଅ, ସମୁଦ୍ର ଓ ଭୂମି ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ପାଣ୍ଡୁଲିପିଟି ନିଅ।”


ସେମାନେ ଯାହା କଥାବାର୍ତ୍ତା ହେଲେ, ତାହା ମୁଁ ଲେଖିବାକୁ ଯାଉଥିଲି, କିନ୍ତୁ ସ୍ୱର୍ଗରୁ ଗୋଟିଏ କଣ୍ଠସ୍ୱର ଶୁଣିଲି। ସେହି ସ୍ୱର ମୋତେ କହିଲେ: “ମେଘ ଗର୍ଜନରେ ଯାହା ଶୁଣୁଛ, ତାହା ଗୋପନ ରଖ; ଲେଖ ନାହିଁ।”


ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ଆମ ପିତା ଈଶ୍ୱର ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆମ ପଥ ପ୍ରସ୍ତୁତ କରି ଦିଅନ୍ତୁ।


ସେ ଯେଉଁ ମହାପବିତ୍ର ସ୍ଥାନରେ ସ୍ଥାପିତ ତମ୍ବୁ ତଳେ ମହାଯାଜକ ଭାବରେ କାର୍ଯ୍ୟ କରନ୍ତି, ତାହା ମନୁଷ୍ୟ ଦ୍ୱାରା ନିର୍ମିତ ନୁହେଁ, ତାହାକୁ ଈଶ୍ୱର ସ୍ଥାପନ କରିଛନ୍ତି।


ଈଶ୍ୱରଙ୍କ ଅଭିଶାପର ପାତ୍ର କୌଣସି ବିଷୟ ସେହି ନଗରୀରେ ଦେଖିବାକୁ ମିଳିବ ନାହିଁ। ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ସେହି ନଗରୀ ମଧ୍ୟରେ ରହିବ ଏବଂ ସେଠାରେ ତାଙ୍କ ସେବକମାନେ ତାଙ୍କର ଆରାଧନା କରିବେ!


Swiv nou:

Piblisite


Piblisite