ପ୍ରକାଶିତ 22:12 - ପବିତ୍ର ବାଇବଲ (CL) NT (BSI)12 ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି। Gade chapit laଓଡିଆ ବାଇବେଲ12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି। Gade chapit laପବିତ୍ର ବାଇବଲ12 “ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା। Gade chapit la |
ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।