ପ୍ରକାଶିତ 22:7 - ପବିତ୍ର ବାଇବଲ (CL) NT (BSI)7 ଯୀଶୁ କହୁଅଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଛି! ଯେଉଁମାନେ ଏହି ପୁସ୍ତକରେ ପ୍ରକାଶ କରାଯାଇଥିବା ଭାବବାଣୀ ପ୍ରତି ମନୋଯୋଗୀ ହୋଇ ଆଜ୍ଞାବହ ହୁଅନ୍ତି, ସେମାନେ ଭାଗ୍ୟବାନ!” Gade chapit laପବିତ୍ର ବାଇବଲ (Re-edited) - (BSI)7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ। Gade chapit laଓଡିଆ ବାଇବେଲ7 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।” Gade chapit laପବିତ୍ର ବାଇବଲ7 ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’” Gade chapit la |