Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:13 - ପବିତ୍ର ବାଇବଲ (CL) NT (BSI)

13 “ଯାହାର ଶୁଣିବା ଶକ୍ତି ଅଛି, ସେ ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।

Gade chapit la Kopi

ଓଡିଆ ବାଇବେଲ

13 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

Gade chapit la Kopi

ପବିତ୍ର ବାଇବଲ

13 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Gade chapit la Kopi




ପ୍ରକାଶିତ 3:13
8 Referans Kwoze  

“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ପବିତ୍ର ଆତ୍ମା କଅଣ କହୁଅଛନ୍ତି, ଶୁଣ!” “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଈଶ୍ୱରଙ୍କ ଉଦ୍ୟାନରେ ଫଳୁଥିବା ଜୀବନ ବୃକ୍ଷର ଫଳ ଖାଇବା ପାଇଁ ଅଧିକାର ଦେବି।


ଶୁଣିବା ପରି କାନ ଥିଲେ ଶୁଣ।


ଯୀଶୁ ଗଳ୍ପ ଶେଷ କରି କହିଲେ, “ଶୁଣିବା ପରି କାନ ଥିଲେ ଶଉଣ।”


ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”


ଆଉ କେତେକ ବିହନ ଭଲ ଭୂମିରେ ପଡ଼ିଲା; ତାହାର ଚାରା ବଢ଼ି ଶହେ ଗୁଣ ଫଳ ଫଳିଲା। ଶେଷରେ ଯୀଶୁ କହିଲେ, “ଶୁଣିବାକୁ କାନ ଥିଲେ, ଶୁଣ।”


“ଶୁଣିବାକୁ କାନ ଥିଲେ, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଛନ୍ତି, ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ଦ୍ୱିତୀୟ ମୃତ୍ୟୁ ସେମାନଙ୍କୁ ସ୍ପର୍ଶ କରି ପାରିବ ନାହିଁ।


“ଶୁଣିବାକୁ କାନ ଥିଲେ, ମଣ୍ଡଳୀମାନଙ୍କୁ ପବିତ୍ରାତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣ।”


Swiv nou:

Piblisite


Piblisite