ପ୍ରକାଶିତ 3:8 - ପବିତ୍ର ବାଇବଲ (CL) NT (BSI)8 ତୁମ କାର୍ଯ୍ୟକଳାପ ମୁଁ ଜାଣେ; ଏ ପର୍ଯ୍ୟନ୍ତ ତୁମର ଯତ୍କିଞ୍ଚିତ୍ ଶକ୍ତି ରହିଛି, ଏହା ମଧ୍ୟ ଜାଣେ; ତୁମେ ମୋର ଶିକ୍ଷା ପାଳନ କରି ଆସିଛ ଏବଂ ମୋ’ ପ୍ରତି ବିଶ୍ୱସ୍ତ ରହିଛ। ତେଣୁ ମୁଁ ତୁମ ସମ୍ମୁଖରେ ଏକ ଦ୍ୱାର ଖୋଲିଛି। ତାହା କେହି ବନ୍ଦ କରିପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ଵାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ଵୀକାର କରି ନାହଁ। Gade chapit laଓଡିଆ ବାଇବେଲ8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରିପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ। Gade chapit laପବିତ୍ର ବାଇବଲ8 “ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ। Gade chapit la |
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।