Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 5:3 - ପବିତ୍ର ବାଇବଲ (CL) NT (BSI)

3 କିନ୍ତୁ ସେହି ପାଣ୍ଡୁଲିପି ଫିଟାଇ ସେଥିରେ କଅଣ ଲେଖାଅଛି, ପଢ଼ିବାକୁ ସ୍ୱର୍ଗରେ, ପୃଥିବୀରେ କିମ୍ବା ପାତାଳରେ କେହି ବାହାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ସ୍ଵର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା'ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା।

Gade chapit la Kopi




ପ୍ରକାଶିତ 5:3
6 Referans Kwoze  

ସେତେବେଳେ ସ୍ୱର୍ଗ, ପୃଥିବୀ, ପାତାଳ ଓ ସମୁଦ୍ରର ସମସ୍ତ ଜୀବ ଏବଂ ବିଶ୍ୱର ସମସ୍ତ ପ୍ରାଣୀଙ୍କୁ ଗୀତ ଗାଉଥିବାର ମୁଁ ଶୁଣିଲି। ସେମାନେ ଗାଉଥିଲେ: “ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ତାଙ୍କ ମେଷଶାବକଙ୍କର ପ୍ରଶଂସା କର। ତାଙ୍କ ସମ୍ଭ୍ରମ, ଗୌରବ ଓ ପରାକ୍ରମ ଅନନ୍ତ କାଳସ୍ଥାୟୀ!”


ଶାସ୍ତ୍ର ଅନୁଯାୟୀ: “କିଏ ଈଶ୍ୱରଙ୍କ ମନୋଭାବ ବୁଝି ପାରିବ? କିଏ ବା ତାଙ୍କୁ ପରାମର୍ଶ ଦେବାକୁ ସମର୍ଥ?


ତେଣୁ ଯୀଶୁଙ୍କର ନାମର ସମ୍ମାନାର୍ଥେ ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳର ସମସ୍ତ ପ୍ରାଣୀ ତାଙ୍କ ସମ୍ମୁଖରେ ଜାନୁପାତ କରିବେ।


ପାଣ୍ଡୁଲିପି ଖୋଲି ସେଥିରେ କ’ଣ ଲେଖାଅଛି, ପଢ଼ିବା ପାଇଁ କେହି ଜଣେହେଲେ ଯୋଗ୍ୟ ବ୍ୟକ୍ତି ନ ମିଳିବାରୁ, ମୁଁ ହତାଶ ହୋଇ କାନ୍ଦିବାକୁ ଲାଗିଲି।


Swiv nou:

Piblisite


Piblisite