Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:16 - ପବିତ୍ର ବାଇବଲ (CL) NT (BSI)

16 ସେମାନେ ପର୍ବତ ଓ ଶିଳା ଖଣ୍ଡଗୁଡ଼ିକୁ ଡ଼ାକି କହୁଥିଲେ, “ଆମ ପରେ ପଡ଼ - ସିଂହାସନୋପବିଷ୍ଟ ସେହି ବ୍ୟକ୍ତିଙ୍କ ଦୃଷ୍ଟିରୁ ଓ ମେଷଶାବକଙ୍କ କୋପରୁ ଆମକୁ ଲୁଚାଇ ରଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,

Gade chapit la Kopi

ପବିତ୍ର ବାଇବଲ

16 ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।

Gade chapit la Kopi




ପ୍ରକାଶିତ 6:16
21 Referans Kwoze  

ସେହି ସମୟରେ ଲୋକମାନେ ପର୍ବତମାନଙ୍କୁ କହିବେ, ‘ଆମ ଉପରେ ମାଡ଼ି ପଡ଼। ପର୍ବତମାନଙ୍କୁ କହିବେ, ‘ଆମକୁ ଲୁଚାଅ।’


ସଙ୍ଗେ ସଙ୍ଗେ ପବିତ୍ରଆତ୍ମାଙ୍କ ଦ୍ୱାରା ଆବିଷ୍ଟ ହୋଇ ମୁଁ ଦେଖିଲି, ସ୍ୱର୍ଗରେ ଗୋଟିଏ ସିଂହାସନରେ ଜଣେ କେହି ବସିଛନ୍ତି।


ଅନନ୍ତର ମୁଁ ଦେଖିଲି, ଶ୍ୱେତବର୍ଣ୍ଣର ଗୋଟିଏ ବୃହତ୍ ସିଂହାସନ ଓ ତାହା ଉପରେ ଜଣେ ଉପବିଷ୍ଟ।


ଯୀଶୁ ଉତ୍ତର ଦେଲେ, “ତୁମେ ଠିକ୍ କହିଛ। କିନ୍ତୁ ମୁଁ ତୁମ ସମସ୍ତଙ୍କୁ କହୁଛି, ଶୀଘ୍ର ମନୁଷ୍ୟପୁତ୍ର ସର୍ବଶକ୍ତିମାନଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବାକୁ ଯାଉଛନ୍ତି, ପୁଣି ତାଙ୍କୁ ସ୍ୱର୍ଗରେ ମେଘମାଳା ସହିତ ଓହ୍ଲାଇ ଆସିବା ତୁମେ ଦେଖିବ।”


ତାଙ୍କ ମୁଖରୁ ଗୋଟିଏ ତୀକ୍ଷ୍ଣ ଖଡ଼୍ଗ ନିଷ୍କାସିତ ହୋଇଥିଲା। ତାହା ସାହାଯ୍ୟରେ ସେ ପୃଥିବୀର ସମସ୍ତ ଜାତିକୁ ପରାସ୍ତ କରିବେ। ପୁଣି ସେମାନଙ୍କୁ ସେ ଲୌହଦଣ୍ଡରେ ଶାସନ କରିବେ ଏବଂ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁ ସେ ପେଷଣ କୁଣ୍ଡରେ ନିଜେ ଦଳି ସୁରା ବାହାର କରିବେ।


ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।


ସେମାନେ ଉଚ୍ଚ ସ୍ୱରରେ ଚିକ୍ରାର କରି କହୁଥିଲେ, “ସର୍ବତୋଭାବେ ପବିତ୍ର ଓ ସତ୍ୟମୟ ପ୍ରଭୁ ଈଶ୍ୱର! ପୃଥିବୀରେ ଯେଉଁମାନେ ଆମକୁ ହତ୍ୟା କରିଥିଲେ, ସେମାନଙ୍କୁ ବିଚାର କରି ଶାସ୍ତି ଦେବାକୁ ଆଉ କେତେ କାଳ ବିଳମ୍ବ କରିବ?”


ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ


ସିଂହାସନରୁ ବିଜୁଳିର ଝଲକ, ଗୁରୁଗମ୍ଭୀର ଶବ୍ଦ ଓ ବଜ୍ର ଧ୍ୱନି ନିଃସୃତ ହେଉଥିଲା। ସିଂହାସନ ସମ୍ମୁଖରେ ଈଶ୍ୱରଙ୍କ ସପ୍ତ ଆତ୍ମାର ପ୍ରତୀକ ସପ୍ତ ମଶାଲ ଜଳୁଥିଲା।


ଯୀଶୁ ସେମାନଙ୍କ ଆଡ଼କୁ ରାଗି ଚାହିଁଲେ ଏବଂ ସେମାନଙ୍କ ଠିନ ହୃଦୟ ଦେଖି ଦୁଃଖିତ ହେଲେ। ତା’ପରେ ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ହାତ ବଢ଼ାଇବା ମାତ୍ରେ ସୁସ୍ଥ ହୋଇଗଲା।


ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା।


ସେହି ସମୟ ଭିତରେ ଉତ୍ପୀଡ଼ିତ ଲୋକମାନେ ମୃତ୍ୟୁର ଅନ୍ୱେଷଣ କଲେ, କିନ୍ତୁ ପାଇଲେ ନାହିଁ। ସେମାନେ ମୃତ୍ୟୁ କାମନା କଲେ, ମାତ୍ର ମୃତ୍ୟୁ ସେମାନଙ୍କ ନିକଟରୁ ପଳାୟନ କଲା।


Swiv nou:

Piblisite


Piblisite