Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:7 - ପବିତ୍ର ବାଇବଲ (CL) NT (BSI)

7 ତାହାପରେ, ମେଷଶାବକ ଚତୁର୍ଥ ମୋହର ଭାଙ୍ଗିଲେ ଏବଂ ଚତୁର୍ଥ ପ୍ରାଣୀ ମୋତେ କହିଲେ, “ଆସ!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କି ଏହା କହୁଥିବା ଶୁଣିଲି, ଆସ।

Gade chapit la Kopi

ଓଡିଆ ବାଇବେଲ

7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।

Gade chapit la Kopi

ପବିତ୍ର ବାଇବଲ

7 ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।”

Gade chapit la Kopi




ପ୍ରକାଶିତ 6:7
5 Referans Kwoze  

ତା’ପରେ ମେଷଶାବକ ଦ୍ୱିତୀୟ ମୋହର ଭାଙ୍ଗିଲେ ଏବଂ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସ”।


ପ୍ରଥମ ପ୍ରାଣୀଟି ସିଂହ ପରି ଦେଖାଯାଉଥିଲା; ଦ୍ୱିତୀୟଟି ଷଣ୍ଢ ପରି ଦିଶୁଥିଲା। ତୃତୀୟଟିର ମୁଖ ମନୁଷ୍ୟର ମୁଖ ପରି ଥିଲା ଏବଂ ଚତୁର୍ଥଟି ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଦିଶୁଥିଲା।


ତା’ପରେ ମେଷଶାବକ ତୃତୀୟ ମୋହର ଭାଙ୍ଗିଲେ ଓ ଦ୍ୱିତୀୟ ପ୍ରାଣୀ ମୋତେ କହିଲେ, “ଆସି ଦେଖ”। ମୁଁ ଦେଖିଲି, ଗୋଟିଏ କୃଷ୍ଣ ବର୍ଣ୍ଣ ଅଶ୍ୱ; ତା’ ଆରୋହୀଙ୍କ ହସ୍ତରେ ଗୋଟିଏ ତରାଜୁ ଥିଲା;


ତା’ପରେ ମୁଁ ଦେଖିଲି, ମେଷଶାବକ ସାତଟି ମୋହର ମଧ୍ୟରୁ ପ୍ରଥମଟି ଭାଙ୍ଗିଲେ ଏବଂ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣେ ମୋତେ ବଜ୍ରଗମ୍ଭୀର ସ୍ୱରରେ କହିଲେ, “ଆସ!”


ସେମାନେ ଯାଇ କବରଟିର ସୁରକ୍ଷା କରିବା ପାଇଁ ବ୍ୟବସ୍ଥା କଲେ। ତା’ ମୁହଁକୁ ଢ଼ାଙ୍କି ରଖିଥିବା ପଥର ଉପରେ ମୋହର ବସାଇ ଜଗିବା ପାଇଁ ପ୍ରହରୀମାନଙ୍କୁ ରଖିଲେ।


Swiv nou:

Piblisite


Piblisite