Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 8:6 - ପବିତ୍ର ବାଇବଲ (CL) NT (BSI)

6 ତା’ପରେ ଉପରୋକ୍ତ ସାତ ଜଣ ସ୍ୱର୍ଗଦୂତ ତୂରୀ ବଜାଇବାକୁ ପ୍ରସ୍ତୁତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ଵନୀ କରିବାକୁ ପ୍ରସ୍ତୁତ ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ସାତ ଜଣ ସ୍ୱର୍ଗଦୂତ ସାତୋଟି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।

Gade chapit la Kopi




ପ୍ରକାଶିତ 8:6
2 Referans Kwoze  

ତାହାପରେ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହୋଇଥିବା ସାତ ଜଣ ଦୂତଙ୍କୁ ମୁଁ ଦେଖିଲି; ସେମାନଙ୍କୁ ସାତଟି ତୂରୀ ଦିଆଗଲା।


“ତାଡ଼ି ଶୂନ୍ୟ ରୋଟି” ପର୍ବର ପ୍ରଥମ ଦିବସରେ ଶିଷ୍ୟମାନେ ଆସି ଯୀଶୁଙ୍କୁ ପଚାରିଲେ, “ଆମେ କେଉଁଠାରେ ଆପଣଙ୍କ ପାଇଁ ନିସ୍ତାର ପର୍ବ ଭୋଜ ପ୍ରସ୍ତୁତ କରିବୁ?”


Swiv nou:

Piblisite


Piblisite