Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:13 - ପବିତ୍ର ବାଇବଲ (CL) NT (BSI)

13 ତତ୍ପରେ ଷଷ୍ଠ ଦୂତ ତାଙ୍କର ତୂରୀ ବଜାଇବା ମାତ୍ରେ ଈଶ୍ୱରଙ୍କ ସମ୍ମୁଖରେ ସ୍ଥାପିତ ସୁବର୍ଣ୍ଣ ବେଦୀର ଚାରି ଶୃଙ୍ଗରୁ ମୁଁ ଗୋଟିଏ କଣ୍ଠସ୍ୱର ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଷଷ୍ଠ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଈଶ୍ଵରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ଵର ଶୁଣିଲି,

Gade chapit la Kopi

ଓଡିଆ ବାଇବେଲ

13 ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ଷଷ୍ଠ ସ୍ୱର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ୱରଙ୍କ ସମ୍ମୁଖରେ ଥିବା ସୁନା ବେଦୀର ଗ୍ଭରି ଶୃଙ୍ଗ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି।

Gade chapit la Kopi




ପ୍ରକାଶିତ 9:13
7 Referans Kwoze  

ତା’ପରେ ପଞ୍ଚମ ଦୂତ ତୂରୀ ବଜାଇଲେ ଏବଂ ମୁଁ ଦେଖିଲି, ସଙ୍ଗେ ସଙ୍ଗେ ଆକାଶରୁ ଗୋଟିଏ ନକ୍ଷତ୍ର ଖସି ପୃଥିବୀ ଉପରେ ପଡ଼ିଲା। ତାକୁ ପାତାଳପୁରୀର ଚାବି ଦିଆଯାଇଥିଲା।


ଈଶ୍ୱରଙ୍କ ଗୃହ ଏବେ ଆମ୍ଭମାନଙ୍କ ମହାଯାଜକଙ୍କ ଜିମାରେ ଅଛି।


ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।


ତାହାପରେ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହୋଇଥିବା ସାତ ଜଣ ଦୂତଙ୍କୁ ମୁଁ ଦେଖିଲି; ସେମାନଙ୍କୁ ସାତଟି ତୂରୀ ଦିଆଗଲା।


Swiv nou:

Piblisite


Piblisite