Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:19 - ପବିତ୍ର ବାଇବଲ (CL) NT (BSI)

19 ଅଶ୍ୱମାନଙ୍କର ଶକ୍ତି ସେମାନଙ୍କର ମୁଖ ଓ ଲାଙ୍ଗୁଳରେ ଥିଲା। ସେମାନଙ୍କର ଲାଙ୍ଗୁଳ, ମସ୍ତକବିଶିଷ୍ଟ ସର୍ପ ପରି ଏବଂ ସେଥିରେ ସେମାନେ ମନୁଷ୍ୟକୁ ଆଘାତ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଅଶ୍ଵମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ଦ୍ଵାରା ସେମାନେ କ୍ଷତି କରନ୍ତି।

Gade chapit la Kopi

ଓଡିଆ ବାଇବେଲ

19 କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ସେହି ଅଶ୍ୱମାନଙ୍କର ମାରାତ୍ମକ ଶକ୍ତି କେବଳ ମୁହଁରେ ନ ଥାଇ ଲାଙ୍ଗୁଳରେ ମଧ୍ୟ ଥିଲା। ସେମାନଙ୍କର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା।

Gade chapit la Kopi




ପ୍ରକାଶିତ 9:19
5 Referans Kwoze  

କଙ୍କଡ଼ାବିଛା ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼ ଥିଲା। ସେହି ଲାଙ୍ଗୁଳରେ ପାଞ୍ଚ ମାସ ଯାଏ ଲୋକଙ୍କୁ ଆଘାତ କରିବା ପାଇଁ ସେମାନେ ଶକ୍ତି ପାଇଥିଲେ।


ପବନର ଗତିରେ ଓ ତରଙ୍ଗର ଧକ୍କାରେ ଇତସ୍ତତଃ ହେଉଥିବା ଶିଶୁମାନଙ୍କ ପରି ଆମ୍ଭେମାନେ ଆଉ ଅସ୍ଥିର ହେବା ନାହିଁ। ଅନ୍ୟମାନଙ୍କୁ ବିପଥଗାମୀ କରାଉଥିବା ପ୍ରତାରକମାନଙ୍କର କୌଶଳପୂର୍ଣ୍ଣ ଶିକ୍ଷାରେ ଆମେ ବିଚଳିତ ହେବ ନାହିଁ।


ପୁଣି ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକରୂପ ତିନୋଟି ମହାମାରୀ ନିର୍ଗତ ହେଲା। ଏହି ମହାମାରୀଗୁଡ଼ିକର ପ୍ରାଦୁର୍ଭାବରେ ମନୁଷ୍ୟ ଜାତିର ଏକ ତୃତୀୟାଂଶ ମୃତ୍ୟୁ ମୁଖରେ ପଡ଼ିଲେ।


ମହାମାରୀମାନଙ୍କରେ ବିନଷ୍ଟ ହୋଇ ନ ଥିବା ଅବଶିଷ୍ଟ ମନୁଷ୍ୟ ଜାତିର, ତଥାପି କୌଣସି ପରିବର୍ତ୍ତନ ହେଲା ନାହିଁ। ସେମାନେ ପ୍ରେତ ପୂଜାରୁ ନିବୃତ୍ତ ହେଲେ ନାହିଁ। ଦୃଷ୍ଟି, ଶ୍ରବଣ ଓ ଚଳତ୍ଶକ୍ତିଶୂନ୍ୟ, ସୁନା, ରୂପା, ପିତ୍ତଳ ତଥା କାଠ ପଥରନିର୍ମିତ ପ୍ରତିମା ପୂଜା ପରିହାର କଲେ ନାହିଁ।


Swiv nou:

Piblisite


Piblisite