ପ୍ରକାଶିତ 9:21 - ପବିତ୍ର ବାଇବଲ (CL) NT (BSI)21 ସେମାନେ ମନ ପରିବର୍ତ୍ତନ ନ କରି ନରହତ୍ୟା, ଗୁଣି ବିଦ୍ୟା, ଲମ୍ପଟାଚରଣ ଓ ଚୌର୍ଯ୍ୟ ବୃତ୍ତିରେ ଲିପ୍ତ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ। Gade chapit laଓଡିଆ ବାଇବେଲ21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ। Gade chapit laପବିତ୍ର ବାଇବଲ21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ। Gade chapit la |