Biblia Todo Logo
Bib sou entènèt

- Piblisite -




ରୋମୀୟ 1:15 - ପବିତ୍ର ବାଇବଲ (CL) NT (BSI)

15 ତେଣୁ ରୋମ ନଗରୀର ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରକାର କରିବା ପାଇଁ ମୋର ଆକାଂକ୍ଷା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।

Gade chapit la Kopi

ଓଡିଆ ବାଇବେଲ

15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।

Gade chapit la Kopi

ପବିତ୍ର ବାଇବଲ

15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।

Gade chapit la Kopi




ରୋମୀୟ 1:15
12 Referans Kwoze  

ଯେଉଁ ସ୍ଥାନମାନଙ୍କରେ ଲୋକେ ଖ୍ରୀଷ୍ଟଙ୍କ ବିଷୟରେ ଶୁଣି ନାହାନ୍ତି, ସେଠାରେ ତାଙ୍କ ବାର୍ତ୍ତା ପ୍ରଚାର କରିବା ମୋର ଲକ୍ଷ୍ୟ, କାରଣ ଅନ୍ୟମାନେ ପକାଇଥିବା ମୂଳଦୁଆ ଉପରେ ଗୃହ ନିର୍ମାଣ ମୁଁ ଚାହେଁ ନାହିଁ।


ସ୍ୱେଚ୍ଛାରେ ଏହି କାର୍ଯ୍ୟ କଲେ, ମୁଁ ପୁରସ୍କାର ଅପେକ୍ଷା କରିଥାଆନ୍ତି, କିନ୍ତୁ ଈଶ୍ୱର ମୋ’ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରିଥିବାରୁ ଏହା କରିବା ମୋର କର୍ତ୍ତବ୍ୟ।


ଯଥେଷ୍ଟ ସଂଖ୍ୟାରେ ମୂଲିଆ ପଠାଇ ଶସ୍ୟ ଅମଳ କରି ନେବା ପାଇଁ ଜମି ମାଲିକଙ୍କୁ ନିବେଦନ କର।”


କାରଣ ଦାନ କରିବାର ଆଗ୍ରହ ଥିହେଲ, ମନୁଷ୍ୟ ତା’ର ସାମର୍ଥ୍ୟ ଅନୁଯାୟୀ ଯାହା ଦାନ କରେ , ଈଶ୍ୱର ଗ୍ରହଣ କରିନ୍ତି। ତା’ର ସମ୍ବଳର ସୀମା ବାହାରେ ସେ କିଛି ଦେଉ ବୋଲି ଈଶ୍ୱର ଚାହାନ୍ତି ନାହିଁ।


ସମସ୍ତଙ୍କ ସହିତ ଶାନ୍ତିରେ ବସବାସ କରିବା ପାଇଁ ଯଥାସାଧ୍ୟ ଚେଷ୍ଟା କର।


କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”


ଯୀଶୁ କହିଲେ, “ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛାର ବାଧ୍ୟ ହୋଇ ତାଙ୍କ ଦେଇଥିବା କାର୍ଯ୍ୟ ସାଧନ କରିବା ହିଁ ମୋର ଖାଦ୍ୟ।


ତା’ର ସାମର୍ଥ୍ୟ ଅନୁସାରେ ସେ ଏହା ମୋ ପାଇଁ କରିଛି - ମୁଁ ସମାଧିସ୍ଥ ହେବା ପୂର୍ବରୁ ସେ ମୋ’ ଉପରେ ସୁଗନ୍ଧି ତୈଳ ଢ଼ାଳିଛି।


ଏବଂ ପ୍ରଚାର ବିନା ସେହି ବାର୍ତ୍ତା ସେମାନେ କିପରି ଶୁଣିବେ? ପୁଣି ପ୍ରଚାର କରିବା ପାଇଁ ପ୍ରେରିତ ନ ହେଲେ ଜଣେ ପ୍ରଚାର କରିବ କିପରି? ଏ ସମ୍ପର୍କରେ ଶାସ୍ତ୍ରରେ ଲେଖାଯାଇଛି: “ସୁସମାଚାର ପ୍ରଚାରକମାନଙ୍କର ଆଗମନ କେଡ଼େ ଆନନ୍ଦଦାୟକ!”


Swiv nou:

Piblisite


Piblisite