Biblia Todo Logo
Bib sou entènèt

- Piblisite -




ରୋମୀୟ 1:29 - ପବିତ୍ର ବାଇବଲ (CL) NT (BSI)

29 ସେମାନେ ଦୁଷ୍ଟତା, ମନ୍ଦତା, ଲୋଭ ଓ ଭ୍ରଷ୍ଟାଚାରରେ ପରିପୂର୍ଣ୍ଣ। ସେମାନେ ଈର୍ଷାପରାୟଣ, ନରହନ୍ତା, କଳହପ୍ରିୟ, ପ୍ରତାରକ ଓ ହିଂସ୍ରକ; ସେମାନେ ପର କୁତ୍ସାରଟନା କରନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେମାନେ ସର୍ବପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;

Gade chapit la Kopi

ଓଡିଆ ବାଇବେଲ

29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେମାନେ ସର୍ବ ପ୍ରକାର ଅଧର୍ମ, ଦୁଷ୍ଟତା, ଲୋଭ, ହିଂସା, ଈର୍ଷା, ବଧ, ବିବାଦ, ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ

29 ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି।

Gade chapit la Kopi




ରୋମୀୟ 1:29
8 Referans Kwoze  

କାରଣ ମୋର ଭୟ ହେଉଛି, ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇ ତୁମ୍ଭମାନଙ୍କ ଯେପରି ଦେଖିବାକୁ ଇଚ୍ଛା କରୁଛି, ସେପରି ଦେଖିବାକୁ ପାଇବି ନାହିଁ ଏବଂ ତୁମ୍ଭେମାନେ ମୋର ଯେଉଁ ରୂପ ଦେଖିବାକୁ ଇଚ୍ଛା କରୁ ନାହଁ, ହୁଏତ ତାହା ଦେଖିବାକୁ ପାଇବ। ହୁଏତ ସେଠାକୁ ଯାଇ ମୁଁ ନାନା ପ୍ରକାର ବିବାଦ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ଅପବାଦ, ଗର୍ବ ଓ ବିଶୃଙ୍ଖଳା ଦେଖିବକେୁ ପାଇବି।


ଶାସ୍ତ୍ରରେ ଉଲ୍ଲିଖିତ ଅଛି: “ଧାର୍ମିକ କେହି ନାହିଁ, ଜଣେ ସୁଦ୍ଧା ନାହିଁ,


କିନ୍ତୁ ମୁଁ କହୁଛି, ବ୍ୟଭିଚାର ଅପରା ବ୍ୟତୀତ ଅନ୍ୟ ଯେ କୌଣସି କାରଣ ଲାଗି ଜଣେ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଲେ, ସେ ତାକୁ ବ୍ୟଭିଚାରିଣୀ କରାଇବା ଅପରାଧରେ ଦୋଷୀ ହେବ ଏବଂ ଯେଉଁ ବ୍ୟକ୍ତି ସେହି ସ୍ତ୍ରୀକୁ ବିବାହ କରିବ, ସେ ମଧ୍ୟ ବ୍ୟଭିଚାରିଣୀ ହେବ।


ଦୀକନମାନେ ମଧ୍ୟ ଏକପତ୍ନୀକ ହୋଇଥିବେ ଏବଂ ନିଜ ପରିବାର ଓ ସନ୍ତାନମାନଙ୍କୁ ଠିକ୍ ଭାବରେ ଚଳାଇ ପାରୁଥିବେ। ସେମାନଙ୍କର ପତ୍ନୀମାନେ ମଧ୍ୟ ସଚରିତ୍ରା ହୋଇଥିବେ ଏବଂ ପର କୁତ୍ସାରଟନା କରୁ ନ ଥିବେ। ସେମାନେ ମିତାଚାରୀ ଓ ସବୁ ବିଷୟରେ ସଚ୍ଚୋଟ ବୋଲି ସୁନାମ ଅର୍ଜନ କରିଥିବେ।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


Swiv nou:

Piblisite


Piblisite