ରୋମୀୟ 1:8 - ପବିତ୍ର ବାଇବଲ (CL) NT (BSI)8 ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ଵାସର ସୁସମ୍ଵାଦ ଯେ ସମୁଦାୟ ଜଗତରେ ଶୁଣା ଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି। Gade chapit laଓଡିଆ ବାଇବେଲ8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି। Gade chapit laପବିତ୍ର ବାଇବଲ8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। Gade chapit la |
ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।
ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।