Biblia Todo Logo
Bib sou entènèt

- Piblisite -




ରୋମୀୟ 10:10 - ପବିତ୍ର ବାଇବଲ (CL) NT (BSI)

10 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।

Gade chapit la Kopi

ପବିତ୍ର ବାଇବଲ

10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।

Gade chapit la Kopi




ରୋମୀୟ 10:10
13 Referans Kwoze  

ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।


ଯଦି ଯୀଶୁଙ୍କୁ ପ୍ରଭୁ ବୋଲି ମୁଖରେ ସ୍ୱୀକାର କର ଓ ଈଶ୍ୱର ତାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି ବୋଲି ହୃଦୟରେ ବିଶ୍ୱାସ କର, ତା’ହେଲେ, ତୁମ୍ଭେମାନେ ପରିତ୍ରାଣ ପାଇବ।


ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।


ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି


ଯେଉଁମାନେ ବାର୍ତ୍ତା ଶୁଣି ବିଶ୍ୱସ୍ତ ଭାବରେ ଦୃଢ଼ ରୂପେ ଧରି ରଖନ୍ତି ଓ ପ୍ରଚୁର ଫଳ ଉତ୍ପନ୍ନ କରନ୍ତି, ସେମାନେ ଭଲ ଭୂମିରେ ପଡ଼ିଥିବା ବିହନ ପରି।


ହେ ବିଶ୍ୱାସୀ ଭାଇମାନେ, ସାବଧାନ, ତୁମ୍ଭମାନଙ୍କ ମଧ୍ୟରୁ କାହାରି ହୃଦୟ ଯେପରି ପାପ ଓ ଅବିଶ୍ୱାସରେ ପୂର୍ଣ୍ଣ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ବିମୁଖ ନ ହୁଏ।


ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।


ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍‌ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ।


ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।”


ଶାସ୍ତ୍ର ଅନୁଯାୟୀ, “ତାଙ୍କଠାରେ ବିଶ୍ୱାସ କରି କେହି ବିଫଳ ହେବ ନାହିଁ।”


“ଏଠାରେ ଜଳ ଅଛି, ଏବେ ମୋର ଜଳଦୀକ୍ଷା ନେବାରେ କିଛି ବାଧା ଅଛି କି?”


Swiv nou:

Piblisite


Piblisite