ରୋମୀୟ 10:21 - ପବିତ୍ର ବାଇବଲ (CL) NT (BSI)21 କିନ୍ତୁ ଇଶ୍ରାଏଲୀୟମାନଙ୍କ ସମ୍ପର୍କରେ ସେ ଲେଖିଛନ୍ତି: “ଗୋଟିଏ ଅବାଧ୍ୟ ବିଦ୍ରୋହୀ ଜାତିକୁ ଆମ୍ଭେ ସର୍ବଦା ହସ୍ତ ବିସ୍ତାର କରି ଆହ୍ୱାନ କରୁଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, ‘ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।ʼ Gade chapit laଓଡିଆ ବାଇବେଲ21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।' Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।” Gade chapit laପବିତ୍ର ବାଇବଲ21 କିନ୍ତୁ ଇସ୍ରାଏଲ ଲୋକଙ୍କ ବିଷୟରେ ପରମେଶ୍ୱର ଏହା କହନ୍ତି, “ଆମ୍ଭେ ଏହି ଲୋକଙ୍କ ପାଇଁ ଦିନସାରା ଅପେକ୍ଷା କରିଥିଲେ ମଧ୍ୟ, ସେମାନେ ଆମ୍ଭକୁ ମାନିଲେ ନାହିଁ ଓ ଅନୁସରଣ କଲେ ନାହିଁ।” Gade chapit la |