Biblia Todo Logo
Bib sou entènèt

- Piblisite -




ରୋମୀୟ 10:7 - ପବିତ୍ର ବାଇବଲ (CL) NT (BSI)

7 କିମ୍ବା କିଏ ପାତାଳକୁ ଯିବ? (ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରି ଆଣିବା ପାଇଁ), ଏ କଥା ମଧ୍ୟ ତୁମେ ପଚାରିବା ଆବଶ୍ୟକ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅବା ‘କିଏ ରସାତଳକୁ ଅବତରଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?

Gade chapit la Kopi

ଓଡିଆ ବାଇବେଲ

7 ଅବା "କିଏ ପାତାଳକୁ ଅବତରଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ) ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)?

Gade chapit la Kopi

ପବିତ୍ର ବାଇବଲ

7 “ଓ ଏପରି କୁହ ନାହିଁ ଯେ, ‘ପାତାଳକୁ କିଏ ଯିବ?’” (ଅର୍ଥାତ୍ “ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?”)

Gade chapit la Kopi




ରୋମୀୟ 10:7
6 Referans Kwoze  

ଯେ ନିଜର ପ୍ରାଣବଳି ଦ୍ୱାରା ମେମଷମାନଙ୍କର ‘ପ୍ରଧାନ ମେଷପାଳକ’ ହୋଇଛନ୍ତି, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁଙ୍କୁ ଈଶ୍ୱର ମୃତ୍ୟରୁ ପୁନରୂତ୍ଥିତ କରିଛନ୍ତି। ସେହି ଯୀଶୁଙ୍କୁ ପ୍ରାଣବଳିର ରକ୍ତରେ ଏକ ଚିରସଥାୟୀ ଚୁକ୍ତି ମୁଦ୍ରାଙ୍କିତ ହୋଇଛି। ଶାନ୍ତିଦାତା ଈଶ୍ୱର ତାଙ୍କର ଇଚ୍ଛା ପାଳନ କରିବା ପାଇଁ ତୁମମାନଙ୍କର ପ୍ରୟୋଜନ ଅନୁସାରେ ସମସ୍ତ ଉତ୍ତମ ବିଷୟ ଦାନ କରନ୍ତୁ ଏବଂ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ଜୀବନରେ ତାଙ୍କର ସନ୍ତୋଷଜନକ କାର୍ଯ୍ୟ ସାଧନ କରନ୍ତୁ। ଯୁଗେ ଯୁଗେ ଖ୍ରୀଷ୍ଟଙ୍କର ମହିମା ହୋଉ। ଆମେନ୍।


ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।


ସେହି ଖ୍ରୀଷ୍ଟ ବର୍ତ୍ତମାନ ସ୍ୱର୍ଗଦୂତ ଓ ସମସ୍ତ ସ୍ୱର୍ଗୀୟ ଅଧିପତି ଓ ଶକ୍ତିପୁଞ୍ଜ ଉପରେ ରାଜତ୍ୱ କରୁଛନ୍ତି।


ତୁମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ କଢ଼ାଇ ଆଣିବା ପାଇଁ ଖ୍ରୀଷ୍ଟ ନିଜେ ଧାମର୍ମିକ ହୋଇ ଅଧାର୍ମିକମାନଙ୍କ ପାପର ପ୍ରାୟଶ୍ଚିତ ନିମନ୍ତେ ନିଜର ପ୍ରାଣ ଦେଲେ। ଏହି ପ୍ରାୟଶ୍ଚିତ ସେ ଏକାଥରକେ ଅନନ୍ତ କାଳ ପାଇଁ ସାଧନ କରିଛନ୍ତି। ସେ ଶାରୀରିକ ଭାବରେ ହତ ହେଲେ, କିନ୍ତୁ ଆତ୍ମିକ ଭାବରେ ସଞ୍ଜୀବିତ ହେଲେ


ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।


ସେମାନଙ୍କୁ ପାତାଳକୁ ନ ପଠାଇବା ପାଇଁ ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite