Biblia Todo Logo
Bib sou entènèt

- Piblisite -




ରୋମୀୟ 11:3 - ପବିତ୍ର ବାଇବଲ (CL) NT (BSI)

3 “ପ୍ରଭୁ, ସେମାନେ ଆପଣଙ୍କର ଭାବବାଦୀମାନଙ୍କୁ ହତ୍ୟା କରିଛନ୍ତି ଓ ଆପଣଙ୍କ ଯଜ୍ଞବେଦିଗୁଡ଼ିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। କେବଳ ମୁଁ ଜଣେ ମାତ୍ର ରକ୍ଷା ପାଇଛି, ମୋତେ ମଧ୍ୟ ମାରି ପକାଇବାକୁ ସେମାନେ ଚେଷ୍ଟା କରୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 “ପ୍ରଭୋ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ଯଜ୍ଞବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”

Gade chapit la Kopi

ଓଡିଆ ବାଇବେଲ

3 "ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି ।"

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

3 ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟ‌ଦ୍‌ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।”

Gade chapit la Kopi




ରୋମୀୟ 11:3
6 Referans Kwoze  

Swiv nou:

Piblisite


Piblisite