Biblia Todo Logo
Bib sou entènèt

- Piblisite -




ରୋମୀୟ 11:5 - ପବିତ୍ର ବାଇବଲ (CL) NT (BSI)

5 ବର୍ତ୍ତମାନ ଠିକ୍ ସେହିପରି ଘଟିଛି। ଈଶ୍ୱର ଅନୁଗ୍ରହ କରି ଯେଉଁମାନଙ୍କୁ ମନୋନୀତ କରିଥିଲେ, ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ଅବଶିଷ୍ଟ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।

Gade chapit la Kopi

ଓଡିଆ ବାଇବେଲ

5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି।

Gade chapit la Kopi




ରୋମୀୟ 11:5
7 Referans Kwoze  

ପୁଣି ଇଶ୍ରାୟେଲ ସମ୍ପର୍କରେ ଯିଶାଇୟ କହିଛନ୍ତି, “ଯଦିଓ ଇଶ୍ରାଏଲୀୟମାନେ ସମୁଦ୍ରର ବାଲୁକା ପରି ଅଗଣିତ, ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ମାତ୍ର ପରିତ୍ରାଣ ପାଇବେ।


ଏମାନଙ୍କ ମଧ୍ୟରୁ ଜଣେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ମନୋନୀତ ହେଲା। ରିବିକାଙ୍କୁ ଈଶ୍ୱର କହିଲେ, “ଜ୍ୟେଷ୍ଠ ଭ୍ରାତା କନିଷ୍ଠର ସେବା କରିବ।” ସେମାନେ ଜନ୍ମ ହେବା ଆଗରୁ, କେହି କିଛି ସତ୍ ବା ଅସତ୍ କାର୍ଯ୍ୟ କରିବା ପୂର୍ବରୁ ଈଶ୍ୱର ଏହା କହିଥିଲେ। ସେମାନଙ୍କ କର୍ମ ଫଳରୁ ନୁହେଁ, କେବଳ ଈଶ୍ୱରଙ୍କ ଆହ୍ୱାନ ଦ୍ୱାରା ସେମାନେ ମନୋନୀତ ହେଲେ।


ତୁମ୍ଭମାନଙ୍କ ମଙ୍ଗଳାର୍ଥେ ଇହୁଦୀମାନେ ସୁସମାଚାରକୁ ପ୍ରତ୍ୟାଖ୍ୟାନ କରି ଈଶ୍ୱରଙ୍କ ଶତ୍ରୁ ହୋଇଛନ୍ତି। କିନ୍ତୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହେବା ଦ୍ୱାରା ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଯୋଗୁଁ ସେମାନେ ଈଶ୍ୱରଙ୍କ ମିତ୍ର ହୋଇ ରହିଛନ୍ତି।


Swiv nou:

Piblisite


Piblisite