Biblia Todo Logo
Bib sou entènèt

- Piblisite -




ରୋମୀୟ 12:11 - ପବିତ୍ର ବାଇବଲ (CL) NT (BSI)

11 ଉତ୍ସାହରେ ଶିଥିଳ ହୁଅ ନାହିଁ, ଆତ୍ମିକ ପ୍ରଜ୍ଜ୍ୱଳନ ଅନୁଭବ କର। ଭକ୍ତିପୂର୍ଣ୍ଣ ହୃଦୟରେ ପ୍ରଭୁଙ୍କ ସେବା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;

Gade chapit la Kopi

ଓଡିଆ ବାଇବେଲ

11 ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍‌‌ଯୋଗ ହୁଅ।

Gade chapit la Kopi




ରୋମୀୟ 12:11
33 Referans Kwoze  

ସେ ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପାଇଥିଲେ ଓ ଅତ୍ୟନ୍ତ ଉତ୍ସାହର ସହିତ ପ୍ରକୃତ ତଥ୍ୟ ପ୍ରକାଶ କରି ଶିକ୍ଷା ଦେଉଥିଲେ। କିନ୍ତୁ ଏ ସମ୍ପର୍କରେ ସେ କେବଳ ଯୋହନଙ୍କ ଜଳଦୀକ୍ଷା ବିଷୟ ଜାଣିଥିଲେ।


ସର୍ବୋପରି ପରସ୍ପରକୁ ଆନ୍ତରିକ ଭାବରେ ପ୍ରେମ କର, କାରଣ ପ୍ରେମ ଅନେକ ପାପ ଆଚ୍ଛାଦନ କରେ।


ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।


ଚୋର ଆଉ ଚୋରି ନ କରୁ। ସଦୁପାୟରେ ନିଜର ଜୀବିକା ଉପାର୍ଜନ ପାଇଁ ଓ ଦରିଦ୍ରମାନଙ୍କୁ ସାହାଯ୍ୟ କରିବା ପାଇଁ ସେ କାମ କରୁ।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ଇହୁଦୀମାନଙ୍କ ଷଡ଼ଯନ୍ତ୍ର ଲାଗି ମୋତେ ଯେଉଁ ସବୁ ଦୁଃଖକଷ୍ଟ ଭୋଗ କରିବାକୁ ପଡ଼ିଲା, ତା’ ଭିତରେ ମୁଁ ଈଶ୍ୱରଙ୍କ ସେବକ ରୂପେ ଅଶ୍ରୁପାତ କରି ନମ୍ରତାର ସହିତ ମୋର କାର୍ଯ୍ୟ କରି ଯାଇଛି।


ଏହିପରି ଭାବରେ ଅଧର୍ମ ବଢ଼ି ଚାଲିବ ଏବଂ ଲୋକଙ୍କର ପ୍ରେମ ଶିଥିଳ ହୋଇ ପଡ଼ିବ।


ଏମାନେ ଘରକୁ ଘର ବୁଲି ସମୟର ଅପଚୟ କରନ୍ତି - ଅଧିକନ୍ତୁ ବାଜେ ଗପ ଓ ପରଚର୍ଚ୍ଚା କରି ଅକଥ୍ୟ କଥା ସବୁ କହନ୍ତି।


କିନ୍ତୁ ତୁମ ବିରୁଦ୍ଧରେ ମୋର ଏହି ଅଭିଯୋଗ ତୁମେ ଆଦ୍ୟରେ ଯେପରି ମୋତେ ପ୍ରେମ କରୁଥିଲ, ବର୍ତ୍ତମାନ ସେପରି ଆଉ କରୁ ନାହଁ।


ମୁନିବଗଣ, ତୁମ୍ଭମାନଙ୍କ ଦାସମାନଙ୍କ ପ୍ରତି ଉପଯୁକ୍ତ ଓ ନ୍ୟାୟ ଆଚରଣ କର। ମନେରଖ, ସ୍ୱର୍ଗରେ ତୁମର ମଧ୍ୟ ଜଣେ ପ୍ରଭୁ ଅଛନ୍ତି।


କାରଣ ପ୍ରଭୁଙ୍କର ଆହ୍ୱାନ ପାଇଥିବା କ୍ରୀତଦାସ, ତାଙ୍କର ମୁକ୍ତ ବ୍ୟକ୍ତି। ଅପର ପକ୍ଷରେ, ଖ୍ରୀଷ୍ଟଙ୍କ ଆହ୍ୱାନ ପାଇଥିବା ମୁକ୍ତ ବ୍ୟକ୍ତି, ତାଙ୍କର କ୍ରୀତଦାସ।


“ମାଲିକ କହିଲେ, ‘ଆରେ ଅଯୋଗ୍ୟ, ଅଳସୁଆ! ତୁ ପରା ଜାଣିଥିଲୁ, ମୁଁ ଯେଉଁଠି ବୁଣି ନ ଥାଏ, ସେଇଠି ଅମଳ କରେ।


ପରସ୍ପର ନିକଟରେ ନିଜ ନିଜ ପାପ ସ୍ୱୀକାର କର ଏବଂ ପରସ୍ପର ନିମନ୍ତେ ପ୍ରାର୍ଥନା କର। ତାହାହେଲେ, ତୁମେ ଆରୋଗ୍ୟ ଲାଭ କରିବ। ଧାର୍ମିକର ପ୍ରାର୍ଥନା, ଶକ୍ତିଶାଳୀ ଓ ଫଳପ୍ରଦ।


Swiv nou:

Piblisite


Piblisite