Biblia Todo Logo
Bib sou entènèt

- Piblisite -




ରୋମୀୟ 14:3 - ପବିତ୍ର ବାଇବଲ (CL) NT (BSI)

3 ଯେ କୌଣସି ଖାଦ୍ୟ ଖାଇବାକୁ ଯାହାର ଆପତ୍ତି ନାହି, ସେ ନିରାମିଷାଶୀକୁ ଦୋଷୀ ମନେ ନ କରୁ। କାରଣ ଈଶ୍ୱର ତାକୁ ମଧ୍ୟ ଗ୍ରହଣ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ଵର ତାକୁ ଗ୍ରହଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି।

Gade chapit la Kopi




ରୋମୀୟ 14:3
20 Referans Kwoze  

ତେଣୁ ତୁମେ କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? ଆମେ ସମସ୍ତେ ବିଚାରିତ ହେବା ପାଇଁ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହେବାକୁ ପଡ଼ିବ।


ଯେଉଁମାନେ ନିଜକୁ ଧାର୍ମିକ ମନେକରି ଅନ୍ୟମାନଙ୍କୁ ତୁଚ୍ଛ ଜ୍ଞାନ କରୁଥିଲେ, ଯୀଶୁ ସେମାନଙ୍କୁ ଲକ୍ଷ୍ୟ କରି ଏହି ଦୃଷ୍ଟାନ୍ତ କଥା କହିଲେ:


ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।


ପିତର ଶିକ୍ଷା ଦେବାକୁ ଆରମ୍ଭ କରି କହିଲେ, “ବର୍ତ୍ତମାନ ମୁଁ ବୁଝିପାରୁଛି ଯେ ପ୍ରକୃତରେ ଈଶ୍ୱର ସମସ୍ତଙ୍କୁ ସମାନ ଭାବରେ ଦେଖନ୍ତି।


ତୁମର ଆମିଷ ଭୋଜନ, ମଦ୍ୟପାନ ଇତ୍ୟାଦି ଯଦି ତୁମ ଭାଇକୁ ଦୁର୍ବଳ କରେ, ତେବେ ସେହି ସବୁରୁ ନିବୃତ୍ତ ହେବା ତୁମର ବିଧେୟ।


ତୁମେ କୌଣସି ଖାଦ୍ୟ ପାଇବା ଦ୍ୱାରା ଯଦି ଜଣେ ଭାଇ ମନରେ ଆଘରତ ଦିଅ, ତେବେ ତା’ ପ୍ରତି ତୁମର ପ୍ରେମ ଦେଖାଉ ନାହଁ। ଯେଉଁ ଭାଇ ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁବରଣ କଲେ, ସମାନ୍ୟ ଖାଦ୍ୟ ଯୋଗୁଁ ତା’ର ଅନିଷ୍ଟ କର ନାହିଁ।


“ଏହି ନଗଣ୍ୟମାନଙ୍କ ମଧ୍ୟରୁ ଜଣକୁ ହେଲେ ତୁଚ୍ଛ ମନେକର ନାହିଁ। ମୁଁ ତୁମ୍ଭମାନଙ୍କୁ କହୁଛି, ଏମାନଙ୍କ ଯତ୍ନ ନେଉଥିବା ସ୍ୱର୍ଗଦୂତମାନେ ସର୍ବଦା ମୋ’ ପିତା ଈଶ୍ୱରଙ୍କ ନିକଟରେ ଅଛନ୍ତି।


ପିତର ଶିକ୍ଷା ଦେଉଥିବା ସମୟରେ ଯେଉଁମାନେ ତାଙ୍କର ଶିକ୍ଷା ଶୁଣୁଥିଲେ, ସେ ସମସ୍ତଙ୍କ ଉପରେ ପବିତ୍ରଆତ୍ମା ଅବତରଣ କଲେ।


ଏହାପରେ ଦିନେ ଜଳସୀକ୍ଷାଦାତା ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଆମେ ସ ଫଶରୁଶୀମାନେ ଏତେ ଥର ଉପବାସି କରୁଛି, ଆପଣଙ୍କ ଶିଷ୍ୟମାନେ କାହିଁକି କେବେହେଲେ ଉପବାସ କରୁନାହାନ୍ତି?”


ସେଠାକାର ଆଦିମ ଅଧିବାସୀମାନେ ଆମ୍ଭମାନଙ୍କ ପ୍ରତି ସ୍ନେହଭାବ ଦେଖାଇଲେ। ସେତେବେଳେ ବର୍ଷା ପଡ଼ି ଶୀତ ହେଉଥିଲା। ତେଣୁ ସେମାନେ ନିଅାଁ ଜାଳି ଆମମାନଙ୍କୁ ସ୍ୱାଗତ କଲେ।


କାରଣ ସେମାନେ ପରିତ୍ୟକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ସହିତ ସମଗ୍ର ମାନବ ଜାତିର ବନ୍ଧୁତା ସ୍ଥାପନ ହୋଇଛି। ତାହାହେଲେ, ଯଦି ଈଶ୍ୱର ସମୁଦାୟ ଇହୁଦୀ ଜାତିକୁ ଗ୍ରହଣ କରନ୍ତି, ତାହାର ଫଳ କଅଣ ହେବ? ତା’ ହେବ ମୃତ ବ୍ୟକ୍ତି ସଞ୍ଜୀବିତ ହେବା ସଦୃଶ।


ଦୁର୍ବଳ ବିଶ୍ୱାସୀକୁ ମଧ୍ୟ ଗ୍ରହଣ କର, କିନ୍ତୁ ତା’ର ବ୍ୟକ୍ତିଗତ ମତ ବିଷୟରେ ତର୍କ କର ନାହିଁ।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର।


Swiv nou:

Piblisite


Piblisite