Biblia Todo Logo
Bib sou entènèt

- Piblisite -




ରୋମୀୟ 16:9 - ପବିତ୍ର ବାଇବଲ (CL) NT (BSI)

9 ଖ୍ରୀଷ୍ଟଙ୍କ ସେବାରେ ମୋର ସହକର୍ମୀ ଉର୍ବାନେ ଓ ମୋର ପ୍ରିୟ ବନ୍ଧୁ ସ୍ତାଖୀୟଙ୍କୁ ମଧ୍ୟ ମୋର ନମସ୍କାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ

9 ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର।

Gade chapit la Kopi




ରୋମୀୟ 16:9
9 Referans Kwoze  

ମୋର ସହକର୍ମୀ ତୀମଥି ଓ ଆମର ଇହୁଦୀ ଭାଇମାନେ ଲୁକିୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଛନ୍ତି।


ଯଦି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ଆତ୍ମା ତୁମଠାରେ ବିଦ୍ୟମାନ, ତେବେ ସେହି ଆତ୍ମାଙ୍କ ସାହାଯ୍ୟରେ ଈଶ୍ୱର ତୁମ ମର ଶରୀରକୁ ମଧ୍ୟ ଜୀବନ୍ତ କରିବେ।


ଆନ୍ଦ୍ରୋନିକସ୍ ଓ ୟୁନିୟାଙ୍କୁ ମୋର ଅଭିବାଦନ। ଏ ଦୁଇ ଜଣ ଇହୁଦୀ ମୋ’ ସହିତ ବନ୍ଦୀଶାଳାରେ ଥିଲେ। ମୋ’ ପୂର୍ବରୁ ସେମାନେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ ଓ ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ସେମାନେ ସୁପରିଚିତ।


ମୋ’ ସହିତ ପ୍ରଭୁଙ୍କ ସାହଚର୍ଯ୍ୟ ଉପଭୋଗ କରୁଥିବା ମୋର ପ୍ରିୟ ବନ୍ଧୁ ଆମ୍ପ୍ଲିୟାତଙ୍କୁ ମୋର ଶୁଭେଚ୍ଛା।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେଲେ, ମନୁଷ୍ୟର ନୂତନ ସୃଷ୍ଟି ହୁଏ। ପୁରାତନ ବିଷୟସବୁ ଲୋକ ପାଏ, ନୂତନର ଆବିର୍ଭାବ ହୁଏ।


ଖ୍ରୀଷ୍ଟାଶ୍ରିତ ଜଣେ ବ୍ୟକ୍ତି ଚଉଦ ବର୍ଷ ତଳେ ତୃତୀୟ ସ୍ୱର୍ଗକୁ ଯାଇଥିଲେ (ସେ ସୁଶରୀରରେ ଯାଇଥିଲେ କିମ୍ବା ସ୍ୱପ୍ନ ଦେଖିଥିଲେ, ମୁଁ ଜାଣେ ନାହିଁ, ତାହା କେବଳ ଈଶ୍ୱର ଜାଣନ୍ତି)।


ସେହି ସମୟରେ ଯିହୁଦା ପ୍ରଦେଶରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀର ସଦସ୍ୟମାନେ ମୋତେ ବ୍ୟକ୍ତିଗତଭାବେ ଜାଣି ନ ଥିଲେ।


ମୋର କାର୍ଯ୍ୟ ଓ ସଂଗ୍ରାମରେ ନିୟୋଜିତ ଓ ତୁମ୍ଭମାନଙ୍କ ବାର୍ତ୍ତାବହ ରୂପେ ମୋତେ ସାହାଯ୍ୟ କରି ଆସୁଥିବା ଏପାଫଦିତଙ୍କୁ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ପଠାଇବା ଆବଶ୍ୟକ ମନେ କରୁଛି।


Swiv nou:

Piblisite


Piblisite