ରୋମୀୟ 2:10 - ପବିତ୍ର ବାଇବଲ (CL) NT (BSI)
10 କିନ୍ତୁ ଯେଉଁମାନେ ସତ୍କର୍ମ କରୁଥାଆନ୍ତି, ସେମାନେ ଇହୁଦୀ ହୁଅନ୍ତୁ, ଅଣଇହୁଦୀ ହୁଅନ୍ତୁ, ସେମାନଙ୍କୁ ଈଶ୍ୱର ସମ୍ମାନ, ଗୌରବ ଓ ଶାନ୍ତି ପ୍ରଦାନ କରିବେ।
Gade chapit la Kopi
10 ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
Gade chapit la Kopi
10 ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
Gade chapit la Kopi
10 ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ।
Gade chapit la Kopi
10 କିନ୍ତୁ ପରମେଶ୍ୱର, ଭଲ କାମ କରୁଥିବା ପ୍ରତ୍ୟେକ ଲୋକକୁ ଗୌରବ, ସମ୍ମାନ ଓ ଶାନ୍ତି ପ୍ରଦାନ କରିବେ। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ।
Gade chapit la Kopi