ରୋମୀୟ 2:18 - ପବିତ୍ର ବାଇବଲ (CL) NT (BSI)18 ତୁମ ପାଇଁ ଈଶ୍ୱରଙ୍କ ଅଭିମତ ଜାଣିଛ ଓ ବ୍ୟବସ୍ଥାରୁ ସତ୍ ଓ ଅସତ୍ ଜ୍ଞାନ ପାଇଛ; Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ, Gade chapit laଓଡିଆ ବାଇବେଲ18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ, Gade chapit laପବିତ୍ର ବାଇବଲ18 ତୁମ୍ଭେ ଜାଣ ଯେ, ତୁମ୍ଭେ କ’ଣ କରିବ ବୋଲି ପରମେଶ୍ୱର ଗ୍ଭହାନ୍ତି। ଏବଂ ତୁମ୍ଭେ ଜାଣିଛ ଯେ କେଉଁ ବିଷୟ ଗୁଡ଼ିକ ମହତ୍ତ୍ୱପୂର୍ଣ୍ଣ, କାରଣ ତୁମ୍ଭେ ବ୍ୟବସ୍ଥା ଶିଖିଛ। Gade chapit la |