Biblia Todo Logo
Bib sou entènèt

- Piblisite -




ରୋମୀୟ 2:23 - ପବିତ୍ର ବାଇବଲ (CL) NT (BSI)

23 ତୁମ୍ଭେମାନେ ଈଶ୍ୱରଙ୍କ ବ୍ୟବସ୍ଥା ପାଇଛ ବୋଲି ଗର୍ବ କରୁଛ, କିନ୍ତୁ ତାକୁ ଲଙ୍ଘନ କରି ଈଶ୍ୱରଙ୍କୁ ଅପମାନିତ କରୁଛ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

23 ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

23 କିନ୍ତୁ ତୁମ୍ଭେ ମନ୍ଦିରରୁ ଗ୍ଭେରି କରୁଛ। ତୁମ୍ଭେ ପରମେଶ୍ୱରଙ୍କ ବ୍ୟବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସେହି ବ୍ୟବସ୍ଥା ଭଙ୍ଗ କରି ପରମେଶ୍ୱରଙ୍କୁ ଲଜ୍ଜା ଦେଉଛ।

Gade chapit la Kopi




ରୋମୀୟ 2:23
14 Referans Kwoze  

ତୁମ୍ଭେମାନେ ନିଜକୁ ଇହୁଦୀ ବୋଲାଉଛ, ବ୍ୟବସ୍ଥା ଉପରେ ନିର୍ଭର କରି ଓ ଈଶ୍ୱରଙ୍କ ସହିତ ନିଜ ସମ୍ପର୍କ ନେଇ ଗର୍ବ କରୁଛ;


ଈଶ୍ୱର ସେମାନଙ୍କୁ ନିଜର ସନ୍ତାନ ରୂପେ ଗ୍ରହଣ କରି ସେମାନଙ୍କ ନିକଟରେ ନିଜର ମହିମା ପ୍ରକାଶ କରିଥିଲେ; ସେମାନଙ୍କ ସହିତ ଚୁକ୍ତିବଦ୍ଧ ହୋଇ ସେମାନଙ୍କୁ ବ୍ୟବସ୍ଥା ପ୍ରଦାନ କରିଥିଲେ, ସେମାନେ ପ୍ରକୃତ ଉପାସନା କରନ୍ତି; ସେମାନେ ଈଶ୍ୱରଙ୍କଠାରୁ ପ୍ରତିଶ୍ରୁତିମାନ ପାଇଛନ୍ତି,


ଅନେକ କିଛି। ପ୍ରଥମେ, ଈଶ୍ୱର ତାଙ୍କ ବାର୍ତ୍ତାର ଦାୟିତ୍ୱ ଇହୁଦୀମାନଙ୍କ ଉପରେ ନ୍ୟସ୍ତ କରିଛନ୍ତି।


ସେ ଯାହାହେଉ, ମନେକର ନାହିଁ ଯେ ତୁମ୍ଭମାନଙ୍କ ବିରୁଦ୍ଧରେ ମୁଁ ମୋ’ ପିତାଙ୍କ ନିକଟରେ ଅଭିଯୋଗ କରିବି। ବରଂ ଯେଉଁ ମୋଶାଙ୍କ ଉପରେ ତୁମ୍ଭେମାନେ ଭରସା ରଖିଛ, ସେହି କେବଳ ତୁମ ଉପରେ ଦୋଷାରୋପ କରିବେ।


“ଫାରୁଶୀ ପୃଥକ ଭାବରେ ଏକାକୀ ଛିଡ଼ା ହୋଇ ପ୍ରାର୍ଥନା କଲା, ‘ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟମାନଙ୍କ ପରି ଲୋଭୀ, ଦୁର୍ନୀତିଗ୍ରସ୍ତ ବା ବ୍ୟଭିଚାରୀ ନୁହେଁ। ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ସେଠାରେ ଥିବା ସେହି କରଆଦାୟକାରୀ ପରି ନୁହେଁ।


ତାହାହେଲେ କେଉଁ ବିଷୟରେ ଆମ୍ଭେମାନେ ଗର୍ବ କରିବା? ନା, ସେପରି ବିଷୟ କିଛି ନାହିଁ। ଗର୍ବ କରିବା ପାଇଁ ଆମ୍ଭମାନଙ୍କର କି କାରଣ ଥାଇପାରେ? କଅଣ ବ୍ୟବସ୍ଥା ପୁରାପୁରି ପାଳନ କରିଛୁ ବୋଲି? ନା, କେବଳ ବିଶ୍ୱାସ ହିଁ ଆମ ଗର୍ବର କାରଣ।


Swiv nou:

Piblisite


Piblisite