Biblia Todo Logo
Bib sou entènèt

- Piblisite -




ରୋମୀୟ 3:10 - ପବିତ୍ର ବାଇବଲ (CL) NT (BSI)

10 ଶାସ୍ତ୍ରରେ ଉଲ୍ଲିଖିତ ଅଛି: “ଧାର୍ମିକ କେହି ନାହିଁ, ଜଣେ ସୁଦ୍ଧା ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେପରି ଲେଖାଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ

Gade chapit la Kopi

ଓଡିଆ ବାଇବେଲ

10 ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,

Gade chapit la Kopi

ପବିତ୍ର ବାଇବଲ

10 ଶାସ୍ତ୍ରରେ ଏହିପରି ଲେଖା ଅଛି, “କେହିହେଲେ ଧାର୍ମିକ ନାହିଁ, ଜଣେ ମଧ୍ୟ ନୁହେଁ!

Gade chapit la Kopi




ରୋମୀୟ 3:10
29 Referans Kwoze  

ସମସ୍ତେ ପାପ କରିଛନ୍ତି ଓ ଈଶ୍ୱରଙ୍କ ମହିମାର ପୂର୍ଣ୍ଣତାରୁ ବଞ୍ôଚିତ ହୋଇଛନ୍ତି।


କାରଣ ତା’ ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନରହତ୍ୟା, ବ୍ୟଭିଚାର, ଲଣ୍ଠନ, ମିଥ୍ୟା ଓ ପର କୁତ୍ସାରଟନା ପରି ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ।


ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


ଯୀଶୁ ଉତ୍ତର ଦେଲେ, “ମୋତେ କାହିଁକି ସତ୍ ବୋଲି କହୁଛ? ଈଶ୍ୱରଙ୍କ ଛଡ଼ା ଅନ୍ୟ କେହି ସତ୍ ନୁହେଁ।


ଶାସ୍ତ୍ରରେ ଲେଖାଅଛି, “ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।”


କଦାପି ନୁହେଁ। ମନୁଷ୍ୟମାନେ ସମସ୍ତେ ମିଥ୍ୟାବାଦୀ ହେଲେ ସୁଦ୍ଧା, ଈଶ୍ୱର ସତ୍ୟ। ଶାସ୍ତ୍ରରେ ଉଲେଖ ଅଛି: “ତୁମ ବାକ୍ୟ ଦ୍ୱାରା ତୁମେ ସତ୍ୟ ନିଷ୍ଠ ବୋଲି ପ୍ରମାଣିତ ହୁଅ, ତୁମେ ବିଚାରିତ ହେଲାବେଳେ ତୁମେ ବିଜୟୀ ହୁଅ।”


କିନ୍ତୁ ବିକୃତ ଚରିତ୍ର, ତନ୍ତ୍ରମନ୍ତ୍ରସାଧକ, ନରହନ୍ତା, ପ୍ରତିମାପୂଜକ, ମିଥ୍ୟାବାଦୀ, ପ୍ରତାରକ ଆଦି ଭ୍ରଷ୍ଟାଚାରୀମାନେ ସମସ୍ତେ ନଗରୀ ବାହାରେ ରହିବେ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ଶାସ୍ତ୍ର ବାକ୍ୟ ଅନୁଯାୟୀ, “ସତେ ଯେପରି ଈଶ୍ୱର ସେମାନଙ୍କ ମନ ଓ ହୃଦୟକୁ ଜଡ଼ିଭୂତ କରିଛନ୍ତି। ଏ ପର୍ଯ୍ୟନ୍ତ ସେମାନେ ନା ଦେଖି ପାରୁଛନ୍ତି, ନା ଶୁଣି ପାରୁଛନ୍ତି।”


ଜଣେ ହେଲେ ଜ୍ଞାନୀ ବା ଈଶ୍ୱରଙ୍କ ପ୍ରକୃତ ଉପାସକ ନାହିଁ।


Swiv nou:

Piblisite


Piblisite