Biblia Todo Logo
Bib sou entènèt

- Piblisite -




ରୋମୀୟ 3:11 - ପବିତ୍ର ବାଇବଲ (CL) NT (BSI)

11 ଜଣେ ହେଲେ ଜ୍ଞାନୀ ବା ଈଶ୍ୱରଙ୍କ ପ୍ରକୃତ ଉପାସକ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ଵରଙ୍କ ଅନ୍ଵେଷଣ କରେ, ଏପରି ଜଣେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;

Gade chapit la Kopi

ପବିତ୍ର ବାଇବଲ

11 ବୁଝିବା ଲୋକ ଜଣେ ମଧ୍ୟ ନାହିଁ, ପରମେଶ୍ୱରଙ୍କୁ ପ୍ରକୃତରେ ଖୋଜୁଥିବା ଲୋକ ଜଣେ ନାହିଁ।

Gade chapit la Kopi




ରୋମୀୟ 3:11
25 Referans Kwoze  

ଆମ୍ଭେମାନେ ନିଜେ ଦିନେ ନିର୍ବୋଧ, ଅବାଧ୍ୟ ଓ ଭ୍ରାନ୍ତ ଥିଲୁ; ନାନା ପ୍ରକାର ଆମୋଦେ ପ୍ରମୋଦ ଓ ନୀଚ ପ୍ରବୃତ୍ତିଗୁଡ଼ିକର ବଶୀଭୂତ ଥିଲୁ; ଦ୍ୱେଷ ଓ ଈର୍ଷାପରବଶ ହୋଇ ଦିନାତିପାତ କରିଥିଲୁ; ଅନ୍ୟମାନେ ଆମ୍ଭମାନଙ୍କୁ ଘୃଣା କରୁଥିଲେ, ଆମ୍ଭେମାନେ ମଧ୍ୟ ସେମାନଙ୍କୁ ଘୃଣା କରୁଥିଲୁ।


ମାନବ ପ୍ରକୃତିର ବଶୀଭୂତ ହେବା ଦ୍ୱାରା ବ୍ୟକ୍ତି ଈଶ୍ୱରଙ୍କ ଶତ୍ରୁ ହୁଏ; କାରଣ ସେ ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରେ ନାହିଁ- ସେ ତା’ କରିବାକୁ ଅସମର୍ଥ।


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


ସେମାନେ ନିଜକୁ ଜ୍ଞାନୀ ମନେ କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ।


ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ।


ଶାସ୍ତ୍ରରେ ଉଲ୍ଲିଖିତ ଅଛି: “ଧାର୍ମିକ କେହି ନାହିଁ, ଜଣେ ସୁଦ୍ଧା ନାହିଁ,


ସେମାନେ ସମସ୍ତେ ଈଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି; ସମସ୍ତେ ଭ୍ରଷ୍ଟ ହୋଇଛନତି। କେହି ଜଣେ ହେଲେ ସତ୍କାର୍ଯ୍ୟ କରୁ ନାହିଁ।


Swiv nou:

Piblisite


Piblisite