ରୋମୀୟ 3:7 - ପବିତ୍ର ବାଇବଲ (CL) NT (BSI)7 କିନ୍ତୁ ଯଦି ମୋର ଅସତ୍ୟତା ଦ୍ୱାରା ଈଶ୍ୱରଙ୍କ ସତ୍ୟପରାୟଣତା ଅଧିକ ସ୍ପଷ୍ଟ ରୂପେ ପ୍ରକାଶିତ ହୁଏ ଓ ସେ ଗୌରବାନ୍ୱିତ ହୁଅନ୍ତି, ମୁଁ ପାପୀ ବୋଲି କାହିଁକି ଦଣ୍ଡନୀୟ ହେବି? Gade chapit laପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ଵାରା ଈଶ୍ଵରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୁଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି? Gade chapit laଓଡିଆ ବାଇବେଲ7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି? Gade chapit laପବିତ୍ର ବାଇବଲ7 ଜଣେ ଲୋକ କହିପାରେ, “ଯେତେବେଳେ ମୁଁ ମିଛ କହେ ତାହା ପ୍ରକୃତରେ ପରମେଶ୍ୱରଙ୍କୁ ଅଧିକତର ମହିମା ପ୍ରଦାନକରେ, କାରଣ ମୋ’ ମିଛ, ପରମେଶ୍ୱରଙ୍କ ସତ୍ୟକୁ ପ୍ରକାଶ କରେ।” ସେଥିପାଇଁ ମୋତେ ପାପୀ ବୋଲି କାହିଁକି ବିଗ୍ଭର କରାଗଲା? Gade chapit la |