ରୋମୀୟ 4:14 - ପବିତ୍ର ବାଇବଲ (CL) NT (BSI)14 ଯେଉଁମାନେ ବ୍ୟବସ୍ଥା ପାଳନ କରନ୍ତି, କେବଳ ସେମାନେ ଯଦି ଈଶ୍ୱରଙ୍କ ଦାନ ପାଇବେ, ତେବେ ମନୁଷ୍ୟର ବିଶ୍ୱାସ ନିରର୍ଥକ, ଈଶ୍ୱରଙ୍କ ପ୍ରତିଜ୍ଞାର ମଧ୍ୟ କିଛି ମୂଲ୍ୟ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେଣୁ ଯଦି ବ୍ୟବସ୍ଥାବଲମ୍ଵୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ଵାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି। Gade chapit laଓଡିଆ ବାଇବେଲ14 ଯେଣୁ ଯଦି ମୋଶାଙ୍କ ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ପଳ କରାଯାଇଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି। Gade chapit laପବିତ୍ର ବାଇବଲ14 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା'ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ। Gade chapit la |