Biblia Todo Logo
Bib sou entènèt

- Piblisite -




ରୋମୀୟ 4:22 - ପବିତ୍ର ବାଇବଲ (CL) NT (BSI)

22 ସେଥିପାଇଁ ତାଙ୍କ ବିଶ୍ୱାସ ଯୋଗୁ ଅବ୍ରାହମ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା;

Gade chapit la Kopi

ଓଡିଆ ବାଇବେଲ

22 ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।

Gade chapit la Kopi

ପବିତ୍ର ବାଇବଲ

22 ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।”

Gade chapit la Kopi




ରୋମୀୟ 4:22
3 Referans Kwoze  

ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି:


ଶାସ୍ତ୍ର ଅନୁଯାୟୀ, “ଅବ୍ରାହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଏହି ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।”


Swiv nou:

Piblisite


Piblisite