Biblia Todo Logo
Bib sou entènèt

- Piblisite -




ରୋମୀୟ 4:7 - ପବିତ୍ର ବାଇବଲ (CL) NT (BSI)

7 “ଯାହାର ଦୋଷ ମାର୍ଜନା କରାଯାଇଛି, ସେ ଧନ୍ୟ; ଯେ ପାପକ୍ଷମା ପାଇଛି, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 “ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

7 "ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

7 “ଲୋକେ ପ୍ରକୃତରେ ଧନ୍ୟ, ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ, ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!

Gade chapit la Kopi




ରୋମୀୟ 4:7
10 Referans Kwoze  

ସେଠାରେ ଜରେଣ ପକ୍ଷାଘାତ ରୋଗୀକୁ ଲୋକେ ତାଙ୍କ ନିକଟକୁ ଆଣିଲେ। ରୋଗୀଟିକୁ ଲୋକେ ତାଙ୍କ ନିାଟକୁ ଆଣିଲେ। ରୋଗୀୀଟି ତା’ ବିଛଣାରେ ଶୋଇ ରହିଥିଲା। ସେମାନଙ୍କର ଏତେ ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତୀୁ କହିଲେ, “ପୁଅ, ସାହସ ଧର। ତୋର ସବୁ ପା କ୍ଷମା ହୋଇଗଲା।”


ଯେଉଁ ଲୋକର କ୍ରିୟାକର୍ମ ପ୍ରତି ଦୃଷ୍ଟି ନ ଦେଇ ଈଶ୍ୱର ତାକୁ ଧାର୍ମିକ ବୋଲି ଗ୍ରହଣ କରନ୍ତି, ତାକୁ ପ୍ରଶଂସା କରି ଦାଉଦ କହିଛନ୍ତି:


Swiv nou:

Piblisite


Piblisite