Biblia Todo Logo
Bib sou entènèt

- Piblisite -




ରୋମୀୟ 5:13 - ପବିତ୍ର ବାଇବଲ (CL) NT (BSI)

13 ବ୍ୟବସ୍ଥା ପ୍ରଦତ୍ତ ହେବା ପୂର୍ବରୁ ଜଗତରେ ପାପ ଥିଲା; କିନ୍ତୁ ବ୍ୟବସ୍ଥା ନ ଥିବା ସମୟରେ ପାପର ହିସାବ ରଖାଯାଉ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;

Gade chapit la Kopi

ଓଡିଆ ବାଇବେଲ

13 କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;

Gade chapit la Kopi

ପବିତ୍ର ବାଇବଲ

13 ମୋଶା ବ୍ୟବସ୍ଥା ଦେବା ପୂର୍ବରୁ ପାପ ସଂସାରରେ ଥିଲା। କିନ୍ତୁ ପରମେଶ୍ୱର, ବ୍ୟବସ୍ଥା ନ ଥିବା କାରଣରୁ ଲୋକମାନଙ୍କୁ ପାପରେ ପାପୀ ମାନି ନ ଥିଲେ।

Gade chapit la Kopi




ରୋମୀୟ 5:13
16 Referans Kwoze  

ବ୍ୟବସ୍ଥା ଲଙ୍ଘନ ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ କ୍ରୋଧର ପାତ୍ର ହୁଏ। କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନର ପ୍ରଶ୍ନ ଉଠୁ ନାହିଁ।


ମୃତ୍ୟୁର ନାହୁଡ଼ ପାପ, ପୁଣି ପାପର ବଳ ବ୍ୟବସ୍ଥା।


ଯେ କେହି ପାପ କରେ, ସେ ଈଶ୍ୱରଙ୍କ ଆଜ୍ଞା ଲଘଂନ କରେ, କାରଣ ପାପର ଅର୍ଥ ହେଉଛି ଆଜ୍ଞା ଲଘଂନ।


ଆମେ ଜାଣୁ ଯେ, ଏବେ ଆମେ ମୃତ୍ୟକୁ ଅତିକ୍ରମ କରି ଜୀବନ ଲାଭ କରିଛୁ। ଏହା ନିଶ୍ଚିତ ଭାବରେ ଜାଣୁ, କାରଣ ଏବେ ଆମେ ଭାଇମାନଙ୍କୁ ପ୍ରେମ କରୁଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟର ଅଧୀନ।


କିନ୍ତୁ ବ୍ୟବସ୍ଥାର କ୍ରିୟାକର୍ମ ସାଧନ କରି କେହି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରିବ ନାହିଁ। ବ୍ୟବସ୍ଥାରୁ ମନୁଷ୍ୟ କେବଳ ପାପର ବୋଧ ପାଇଥାଏ।


Swiv nou:

Piblisite


Piblisite