ରୋମୀୟ 5:6 - ପବିତ୍ର ବାଇବଲ (CL) NT (BSI)6 ଆମ୍ଭେମାନେ ଅସହାୟ ଥିବାବେଳେ ଈଶ୍ୱରଙ୍କ ନିରୂପିତ ସମୟରେ ଖ୍ରୀଷ୍ଟ ପାପୀମାନଙ୍କ ପାଇଁ ମୃତ୍ୟୁଭୋଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Gade chapit laଓଡିଆ ବାଇବେଲ6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। Gade chapit laପବିତ୍ର ବାଇବଲ6 ଆମ୍ଭେ ଅଧାର୍ମିକ ଥିବା ବେଳେ ଖ୍ରୀଷ୍ଟ ଆମ୍ଭ ପାଇଁ ମରି ଥିଲେ। ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲୁ, ତଥାପି ଯଥାର୍ଥ ସମୟରେ ଖ୍ରୀଷ୍ଟ ଆମ୍ଭ ପାଇଁ ମରିଥିଲେ। Gade chapit la |
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।