ରୋମୀୟ 6:1 - ପବିତ୍ର ବାଇବଲ (CL) NT (BSI)1 ତାହାହେଲେ କଅଣ କହିବା? ଈଶ୍ୱରଙ୍କ ଅନୁଗ୍ରହ ଆହୁରି ପ୍ରଚୁର ହେବ ବୋଲି ଆମେ କଅଣ ପାପରେ ଜୀବନ ଯାପନ କରିବା? Gade chapit laପବିତ୍ର ବାଇବଲ (Re-edited) - (BSI)1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? Gade chapit laଓଡିଆ ବାଇବେଲ1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? Gade chapit laପବିତ୍ର ବାଇବଲ1 ତା'ହେଲେ ତୁମ୍ଭେମାନେ ଭାବୁଛ ଯେ ଆମ୍ଭେ ସର୍ବଦା ପାପ କରି ଗ୍ଭଲି ଥିବା ଯାହା ପାଇଁ ପରମେଶ୍ୱର ଆମ୍ଭକୁ ଆହୁରି ଅଧିକ ଅନୁଗ୍ରହ ପ୍ରଦାନ କରିବେ? Gade chapit la |
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।