Biblia Todo Logo
Bib sou entènèt

- Piblisite -




ରୋମୀୟ 6:8 - ପବିତ୍ର ବାଇବଲ (CL) NT (BSI)

8 ଆମ୍ଭେମାନେ ଯୀଶୁଙ୍କ ସହିତ ମୃତ୍ୟୁବରଣ କରିଥିବାରୁ, ତାଙ୍କ ସହିତ ମଧ୍ୟ ଜୀବନ ପାଇବୁ ବୋଲି ବିଶ୍ୱାସ କରୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ।

Gade chapit la Kopi

ଓଡିଆ ବାଇବେଲ

8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।

Gade chapit la Kopi

ପବିତ୍ର ବାଇବଲ

8 ଆମ୍ଭେ ଯଦି ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁବରଣ କରିଛୁ, ତା'ହେଲେ ଜାଣୁ ଯେ ଆମ୍ଭେ ମଧ୍ୟ ତାହାଙ୍କ ସହିତ ଜୀବିତ ରହିବା।

Gade chapit la Kopi




ରୋମୀୟ 6:8
7 Referans Kwoze  

ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।


Swiv nou:

Piblisite


Piblisite