Biblia Todo Logo
Bib sou entènèt

- Piblisite -




ରୋମୀୟ 7:16 - ପବିତ୍ର ବାଇବଲ (CL) NT (BSI)

16 ଯାହା କରେ, ତାହା ପ୍ରକୃତରେ ମୋର ଇଚ୍ଛା ବିରୁଦ୍ଧରେ କରୁଥିବାରୁ, ବ୍ୟବସ୍ଥା ଯଥାର୍ଥ ବୋଲି ମୁଁ ସ୍ୱୀକାର କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ଵୀକାର କରେ।

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ।

Gade chapit la Kopi

ପବିତ୍ର ବାଇବଲ

16 ଯେଉଁ କାମ କରିବାକୁ ମୁଁ ଗ୍ଭହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ୟବସ୍ଥା ଭଲ ବୋଲି ସମର୍ଥନ ମୁଁ କରେ।

Gade chapit la Kopi




ରୋମୀୟ 7:16
5 Referans Kwoze  

ବ୍ୟବସ୍ଥା ପବିତ୍ର; ତାହାର ଆଜ୍ଞା ସବୁ ପବିତ୍ର, ଯଥାର୍ଥ ଓ ମଙ୍ଗଳଜନକ।


ଆମେ ଜାଣୁ ଯେ, ବ୍ୟବସ୍ଥା ଯଥାର୍ଥ ଭାବରେ ପାଳନ କରାଯାଇ ପାରିଲେ, ତାହା ଉତ୍ତମ।


ଆମେ ଜାଣୁ, ବ୍ୟବସ୍ଥା ଆଧ୍ୟାତ୍ମିକ। କିନ୍ତୁ ମୋର ମର ଶରୀର ପାପ କ୍ରୀତଦାସ।


ଈଶ୍ୱରଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ମୋର ଆଗ୍ରହ,


Swiv nou:

Piblisite


Piblisite