Biblia Todo Logo
Bib sou entènèt

- Piblisite -




ରୋମୀୟ 7:19 - ପବିତ୍ର ବାଇବଲ (CL) NT (BSI)

19 ସେଥିପାଇଁ ଯେଉଁ ସତ୍କାର୍ଯ୍ୟ କରିବାକୁ ମୋର ଇଚ୍ଛା, ତା’ ନ କରି ମୋ’ ଇଚ୍ଛା ବିରୁଦ୍ଧରେ ଅସତ୍ କାର୍ଯ୍ୟ ହିଁ କରୁଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।

Gade chapit la Kopi

ଓଡିଆ ବାଇବେଲ

19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।

Gade chapit la Kopi

ପବିତ୍ର ବାଇବଲ

19 ମୁଁ ଭଲ କାମ କରିବାକୁ ଇଚ୍ଛା କରେ। କିନ୍ତୁ ମୁଁ ଏହା କରେ ନାହିଁ।

Gade chapit la Kopi




ରୋମୀୟ 7:19
2 Referans Kwoze  

ମୁଁ କଅଣ କରେ, ତା’ ମୁଁ ବୁଝେ ନାହିଁ। ଯାହା କରିବା ପାଇଁ ମୋର ଇଚ୍ଛା, ତା’ ମୁଁ କରେ ନାହିଁ; କିନ୍ତୁ ଯାହା ଘୃଣା କରେ, ତାହା ହିଁ କରେ।


ସେ ଦିନରାତି ପାହାଡ଼ ଓ ସମାଧି ସ୍ଥାନରେ ଘୁରି ବୁଲୁଥିଲା, ଚିକ୍ରାର କରି ପଥରରେ ନିଜ ଦେହକୁ କ୍ଷତବିକ୍ଷତ କରୁଥିଲା।


Swiv nou:

Piblisite


Piblisite