Biblia Todo Logo
Bib sou entènèt

- Piblisite -




ରୋମୀୟ 8:22 - ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ଏ ପର୍ଯ୍ୟନ୍ତ ସମଗ୍ର ସୃଷ୍ଟି ପ୍ରସବ ବେଦନା ତୁଲ୍ୟ ଯନ୍ତ୍ରଣା ଅନୁଭବ କରି ଆର୍ତ୍ତନାଦ କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି।

Gade chapit la Kopi




ରୋମୀୟ 8:22
9 Referans Kwoze  

ଜଣେ ଆସନ୍ନପ୍ରସବା ସ୍ତ୍ରୀ ଲୋକ ତା’ର ପ୍ରସବ ବେଦନା ଆରମଭ ହେବ ଜାଣି ବ୍ୟଥିତ ହୁଏ; କିନ୍ତୁ ଶିଶୁଟିଏ ଜନ୍ମ ହେଲେ, ସେ ତା’ର ଯନ୍ତ୍ରଣା ଭୁଲିଯାଏ। ନବଜାତ ଶିଶୁ ସନ୍ତାନ ଯୋଗୁଁ ସେ ଉଲ୍ଲସିତ ହୁଏ।


କାରଣ ସୃଷ୍ଟି ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହୋଇ ତା’ର ଲକ୍ଷ୍ୟରୁ ବିଚ୍ୟୁତ ହୋଇଛି। କିନ୍ତୁ ତଥାପି ତା’ର ଆଶା ରହିଛି,


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ସେ ଆସନ୍ନପ୍ରସବା ଥିଲେ ଓ ପ୍ରସବ ଯନ୍ତ୍ରଣାରେ ଆର୍ତ୍ତନାଦ କରୁଥିଲେ।


ପୁଣି ସେ କହିଲେ, “ସମଗ୍ର ଜଗତକୁ ଯାଇ ମୋର ଏହି ଶୁଭବାର୍ତ୍ତା ସମସ୍ତଙ୍କ ନିକଟରେ ପ୍ରଚାର କର।


Swiv nou:

Piblisite


Piblisite