Biblia Todo Logo
Bib sou entènèt

- Piblisite -




ରୋମୀୟ 9:9 - ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର ଏହି ପ୍ରତିଜ୍ଞା କରିଥିଲେ, “ଠିକ୍ ଏହି ଋତୁରେ ଆମ୍ଭେ ପ୍ରତ୍ୟାବର୍ତ୍ତନ କରିବୁ, ସେତେବେଳେ ସାରା ପୁତ୍ରବତୀ ହୋଇଥିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

9 ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।”

Gade chapit la Kopi




ରୋମୀୟ 9:9
7 Referans Kwoze  

ଈଶ୍ୱର ଅବ୍ରାହାମଙ୍କର ବିଶ୍ୱାସ ପରୀକ୍ଷା କଲାବେଳେ ଅବ୍ରାହାମ ନିଜ ପୁତ୍ର ଇସାହାକଙ୍କୁ ବଳିରୂପ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ହେଲେ। ଈଶ୍ୱର ଅବ୍ରାହାମଙ୍କୁ ହିଁ ତାଙ୍କର ପ୍ରତିଜ୍ଞା ବଚନ ଦେଇଥିଲେ, ଅଥଚ ଅବ୍ରାହାମ ନିଜର ଏକମାତ୍ର ପୁତ୍ରକୁ ବଳିରୂପେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଥିଲେ।


ତେଣୁ ଏ କ୍ଷେତ୍ରରେ ଏହି ଲୋକମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନ କରିବାକୁ ମୁଁ ପରାମର୍ଶ ଦେଉଛି। ସେମାନଙ୍କ ବିଷୟରେ ମନ ଦିଅନ୍ତୁ ନାହିଁ। ସେମାନଙ୍କର ଯୋଜନା ଓ କାର୍ଯ୍ୟର ଉତ୍ପତ୍ତି ଯଦି ମନୁଷ୍ୟଠାରୁ ହୋଇଥାଏ, ତେବେ ତା’ର ବିଲୋପ ହେବ।


Swiv nou:

Piblisite


Piblisite