ତୀତସ 2:11 - ପବିତ୍ର ବାଇବଲ (CL) NT (BSI)11 ସମସ୍ତ ମାନବ ଜାତିର ମୁକ୍ତି ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହ ପ୍ରକାଶ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, Gade chapit laଓଡିଆ ବାଇବେଲ11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, Gade chapit laପବିତ୍ର ବାଇବଲ11 ପରମେଶ୍ୱରଙ୍କ ଅନୁଗ୍ରହ ମିଳିଥୁବାରୁ ଆମ୍ଭେ ସେହିଭଳି ଜୀବନଯାପନ କରିବା କଥା। ସେହି ଅନୁଗ୍ରହ ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରିପାରେ। Gade chapit la |
ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।