ତୀତସ 2:12 - ପବିତ୍ର ବାଇବଲ (CL) NT (BSI)12 ପୁଣି, ତାଙ୍କର ସେହି ଅନୁଗ୍ରହ ଲାଗି ଧର୍ମଭାବଶୂନ୍ୟ ସାଂସାରିକ ଆସକ୍ତିଗୁଡ଼ିକୁ ପରିହାର କରି, ଏହି ଜଗତରେ ଆତ୍ମସଂଯତ, Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, Gade chapit laଓଡିଆ ବାଇବେଲ12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, Gade chapit laପବିତ୍ର ବାଇବଲ12 ସେହି ଅନୁଗ୍ରହ ଆମ୍ଭକୁ ମିଳିଛି। ସେହି ଅନୁଗ୍ରହ ପରମେଶ୍ୱରଙ୍କ ବିରୋଧୀ ନ ହେବା ଓ ସଂସାର ଗ୍ଭହୁଁ ଥିବା ମନ୍ଦକାମ ନ କରିବା ପାଇଁ ଶିକ୍ଷା ଦିଏ। ସେହି ଅନୁଗ୍ରହ ଏହି ସଂସାରରେ ଜ୍ଞାନରେ ଧାର୍ମିକ ଓ ନ୍ୟାୟ ମାର୍ଗରେ ରହିବା ଶିଖାଏ। Gade chapit la |