Biblia Todo Logo
Bib sou entènèt

- Piblisite -




ତୀତସ 2:4 - ପବିତ୍ର ବାଇବଲ (CL) NT (BSI)

4-5 ଯୁବତୀମାନଙ୍କୁ ପବିତ୍ରତା, ସନ୍ତାନବତ୍ସଳା, ସଂଯମୀ, ସଚ୍ଚରିତ୍ରା, ସୁଗୃହିଣୀ ଓ କରୁଣାମୟୀ ହୋଇ ସାମ୍ବୀଙ୍କର ବଶୀଭୂତା ହେବାକୁ ବୟସ୍କାମାନେ ପ୍ରେରଣା ଦିଅନ୍ତୁ। ତା’ହେଲେ, ଆମକୁ ପ୍ରଦତ୍ତ ହୋଇଥିବା ଐଶ୍ୱରିକ ବାର୍ତ୍ତା ବିରୁଦ୍ଧରେ କେହି କୌଣସି ଆକ୍ଷେପ କରିପାରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,

Gade chapit la Kopi

ଓଡିଆ ବାଇବେଲ

4 ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା,

Gade chapit la Kopi

ପବିତ୍ର ବାଇବଲ

4 ଏପରି ଭାବରେ ସେମାନେ ଯୁବତୀମାନଙ୍କୁ ସେମାନଙ୍କର ସ୍ୱାମୀ ଓ ସନ୍ତାନମାନଙ୍କୁ ଭଲ ପାଇବା ଶିଖାଇ ପାରିବେ।

Gade chapit la Kopi




ତୀତସ 2:4
5 Referans Kwoze  

ସୁତରାଂ ମୋର ମତ ହେଉଛି, ଅଳ୍ପବୟସ୍କା ବିଧବାମାନେ ପୁନର୍ବିବାହ କରି ପୁତ୍ର କନ୍ୟାର ଜନନୀ ହୋଇ ଗୋଟିଏ ଗୋଟିଏ ସୁନ୍ଦର ନୂଆ ସଂସାର ଗଢ଼ନ୍ତୁ। ତାହାହେଲେ, ଆମ ବିପକ୍ଷରେ ଥିବା ଲୋକମାନେ ଏମାନଙ୍କୁ ନେଇ ସମ୍ପ୍ରଦାୟର କୁତ୍ସାରଟନା କରିବାକୁ ଅବକାଶ ପାଇବେ ନାହିଁ।


ବୟୋଜ୍ୟେଷ୍ଠା ମହିଳାମାନଙ୍କୁ ମାତୃବତ୍ ଏବଂ କନିଷ୍ଠାମାନଙ୍କୁ ଭଗିନୀ ତୁଲ୍ୟ ମନେ କରି ସେମାନଙ୍କ ପ୍ରତି ପବିତ୍ର ଆଚରଣ କର।


ଅଳ୍ପବୟସ୍କା ବିଧବାମାନଙ୍କୁ ଏହି ତାଲିକାରେ ରଖ ନାହିଁ। ସେମାନେ ପୁନର୍ବିବାହର ଲାଳସା ପୋଷଣ କରିବା ଦ୍ୱାରା ପ୍ରଭୁ ଯୀଶୁଙ୍କଠାରେ ରଖିଥିବା ପ୍ରତିଜ୍ଞା ଭଙ୍ଗ କରି ତାଙ୍କଠାରୁ ଦୂରେଇ ଯିବାର ଆଶଙ୍କା ରହିଛି।


ବୟସ୍କା ସ୍ତ୍ରୀମାନଙ୍କୁ ପବିତ୍ର ଜୀବନଯାପନ କରିବାକୁ ଶିକ୍ଷା ଦିଅ। ସେମାନେ ପର କୁତ୍ସା ରଟନା ନ କରନ୍ତୁ, ନିଶା ସେବନରେ ଆସକ୍ତ ନ ହୁଅନ୍ତୁ।


Swiv nou:

Piblisite


Piblisite