Biblia Todo Logo
Bib sou entènèt

- Piblisite -




ତୀତସ 2:6 - ପବିତ୍ର ବାଇବଲ (CL) NT (BSI)

6 ଯୁବକମାନଙ୍କୁ ଆତ୍ମସଂଯତ ହେବାକୁ ଶିକ୍ଷା ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ଆତ୍ମସଂଯମୀ ହେବା ପାଇଁ ଉତ୍ସାହ ଦିଅ;

Gade chapit la Kopi

ଓଡିଆ ବାଇବେଲ

6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;

Gade chapit la Kopi

ପବିତ୍ର ବାଇବଲ

6 ସେହିଭଳି ଯୁବକମାନଙ୍କୁ କୁହ ଯେ ସେମାନେ ଜ୍ଞାନୀ ହୁଅନ୍ତୁ।

Gade chapit la Kopi




ତୀତସ 2:6
9 Referans Kwoze  

ହେଯୁବକମାନେ, ତୁମ୍ଭେମାନେ ବୟୋଜ୍ୟେଷ୍ଠମାନଙ୍କ ବଶୀଭୂତ ହୁଅ। ତୁମ୍ଭେମାନେ ସମସ୍ତେ ପରସ୍ପରର ସେବା କରିବା ନିମନ୍ତେ ନମ୍ରତାରୂପ ବସ୍ତ୍ର ପରିଧାନ କର। ଶାସ୍ତ୍ରରେ ଲେଖାଅଛି, “ଈଶ୍ୱର ଅହଙ୍କାରୀମାନଙ୍କର ପ୍ରତିରୋଧ କରନ୍ତି, କିନ୍ତୁ ବିନୟୀମାନଙ୍କୁ ଅନୁଗ୍ରହ କରନ୍ତୁି।”


ପିତୃଗଣ, ତୁମ୍ଭମାନଙ୍କୁ ଏ ପତ୍ର ଲେଖୁଛି; କାରଣ, ଅନାଦି କାଳରୁ ଯେ ବିଦ୍ୟମାନ; ତାଙ୍କୁ ତୁମେ ଜାଣିଛ। ଯୁବ ସମାଜ, ତୁମକୁ ମଧ୍ୟ ଏପତ୍ର ଲେଖୁଛି, କାରଣ ତୁମେ ପାପୀତ୍ମାକୁ ପରାସ୍ତ କରି ପାରିଛ।


ବୟୋଜ୍ୟେଷ୍ଠମାନଙ୍କୁ ପିତୃତୁଲ୍ୟ ମନେ କର। ସେମାନଙ୍କୁ ଭର୍ତ୍ସନା ନ କରି ନମ୍ର ଭାବରେ ଅନୁଯୋଗ କର। କନିଷ୍ଠମାନଙ୍କ ପ୍ରତି ଭ୍ରାତୃସୁଲଭ ବ୍ୟବହାର କର।


ତେଣୁ ଆମେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହୋଇ ଜାଗ୍ରତ ଓ ସଚେତନ ହୋଇ ରହିବା।


Swiv nou:

Piblisite


Piblisite