Biblia Todo Logo
Bib sou entènèt

- Piblisite -




ତୀତସ 3:4 - ପବିତ୍ର ବାଇବଲ (CL) NT (BSI)

4-5 କିନ୍ତୁ ମୁକ୍ତିଦାତା ଈଶ୍ୱର ନିଜେ ଆମ୍ଭମାନଙ୍କ ପ୍ରତି ତାଙ୍କର ଦୟା ଓ ପ୍ରେମ ପ୍ରକାଶ କରି ଆମକୁ ରକ୍ଷା କରିଛନ୍ତି। ଆମ ସତ୍କର୍ମର ଫଳ ସ୍ୱରୂପ ଏହା ହୋଇନାହିଁ। କେବଳ ତାଙ୍କ ଅନୁଗ୍ରହରେ ପବିତ୍ର ଆତ୍ମାଙ୍କ ସ୍ପର୍ଶ ଦ୍ୱାରା ଆମ ପାପ ସବୁ ଧୋଇ ହୋଇଯାଇଛି ଏବଂ ଆମେ ନୂତନ ଜନ୍ମ ଲାଭ କରି ପରିତ୍ରାଣ ପାଇଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,

Gade chapit la Kopi

ପବିତ୍ର ବାଇବଲ

4 କିନ୍ତୁ ଯେତେବେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଦୟା ଓ ପ୍ରେମ ପ୍ରକାଶିତ ହେଲା, ସେତେବଳେ ସେ ନିଜ କୃପା ଦ୍ୱାରା ଆମ୍ଭକୁ ରକ୍ଷା କଲେ।

Gade chapit la Kopi




ତୀତସ 3:4
12 Referans Kwoze  

ଯେଉଁ ମୁକ୍ତିଦାତାଙ୍କଠାରେ ବିଶ୍ୱାସ କଲେ ସମସ୍ତେ ପରିତ୍ରାଣ ଲାଭ କରିପାରିବେ, ସେହି ଜୀବନ୍ତ ଈଶ୍ୱରଙ୍କଠାରେ ଭରସା ରଖି, ଆମେ ଏତେ କଷ୍ଟ ସ୍ୱୀକାର କରି ଏହି କାର୍ଯ୍ୟ କରି ଯାଉଛୁ।


ତାହାହେଲେ, ତାଙ୍କୁ ଜଗତର ସୃଷ୍ଟି ସମୟରୁ ବହୁବାର ଦୁଃଖଭୋଗ କରିବାକୁ ପଡ଼ି ଥାଆନ୍ତି। ବରଞ୍ଚ ସେ ଯୁଗାନ୍ତ ସମୟରେ ନିଜକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା କାଳ କାଳକୁ ପାପର ଶକ୍ତି ଲୋପ କରିବା ପାଇଁ ଆସିଥିଲେ।


ହୁଏତ, ତୁମେ ଈଶ୍ୱରଙ୍କ ଅସୀମ କୃପା, ଉଦାରତା ଓ ସହିଷ୍ଣୁତାକୁ ଅବଜ୍ଞା କରୁଛ। ତୁମେ ଅବଶ୍ୟ ଜାଣିଛ ଯେ, ତୁମେ ମନରେ ଅନୁତାପ ଆଣିବା ପାଇଁ ଈଶ୍ୱର ଏଡ଼େ ଦୟା କରୁଛନ୍ତି।


ଯଥା ସମୟରେ ଏହି ବାର୍ତ୍ତା ସେ ପ୍ରକାଶ କରିଛନ୍ତି। ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ଆଦେଶରେ ଏହା ଘୋଷଣା କରିବାକୁ ମୋତେ ଦାୟିତ୍ୱ ଦିଆଯାଇଛି।


ଏବେ ଏହି ଧରାଧାମରେ ଆବିର୍ଭୂତ ହୋଇ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ଏ ସମସ୍ତ ବିଷୟ ପ୍ରକାଶ କରିଛନ୍ତି। ସେ ମୃତ୍ୟୁର ଶକ୍ତିକୁ ଲୋପ କରିଛନ୍ତି ଏବଂ ତାଙ୍କର ସୁସମାଚାର ଦ୍ୱାରା ଅନନ୍ତ ଜୀବନର ପଥ ପ୍ରକାଶ କରିଛନ୍ତି।


ଏହି ପ୍ରକାର ପ୍ରାର୍ଥନା ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ ଓ ଗ୍ରହଣଯୋଗ୍ୟ।


ମୁକ୍ତିଦାତା ସ୍ୱୟଂ ଈଶ୍ୱର ଓ ଆମ୍ଭମାନଙ୍କ ଭରସାର ଭିତ୍ତି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁଯାୟୀ ନିଯୁକ୍ତ ପ୍ରେରିତ ପାଉଲ


ମୋର ଅନ୍ତରାତ୍ମା ଉଲ୍ଲସିତ, କାରଣ ଈଶ୍ୱର ମୋର ତ୍ରାଣକର୍ତ୍ତା।


ଶାସ୍ତ୍ରରେ ଲେଖାଅଛି: “ଈଶ୍ୱର ଯେ କିପରି କୃପାବାନ, ତାହା ତୁମେ ନିଜ ଅନୁଭୂତିରୁ ଜାଣିଛ।”


Swiv nou:

Piblisite


Piblisite